www.samajalive.in
Sunday, December 7, 2025
15.1 C
Bhubaneswar

ୱାୟନାଡ ଭୂସ୍ଖଳନକୁ ଭୀଷଣ ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା ଦାବି କଲେ ସାଂସଦ ଶଶି ଥରୁର

ଡେସ୍କ: ୱାୟନାଡ ଭୂସ୍ଖଳନକୁ ଏକ ଭୀଷଣ ପ୍ରାକୃତିକ ବିପର୍ଯ୍ୟୟ ଭାବେ ଘୋଷଣା କରିବାକୁ ବରିଷ୍ଠ କଂଗ୍ରେସ ସାଂସଦ ଶଶି ଥରୁର ଆଜି ଦାବି କରିଛନ୍ତି। ସଂସଦ ବାହାରେ ସାମ୍ବାଦିକମାନଙ୍କ ସହ ଆଲୋଚନା ବେଳେ ଶ୍ରୀ ଥରୁର କହିଛନ୍ତି ଯେ ସେ ଏହି ପ୍ରସଙ୍ଗରେ ଗୃହମନ୍ତ୍ରୀ ଅମିତ ଶାହଙ୍କୁ ପତ୍ର ଲେଖିଛନ୍ତି। ଯଦି ସରକାର ଏହାକୁ ଭୀଷଣ ବିପର୍ଯ୍ୟୟ ଭାବେ ଘୋଷଣା କରନ୍ତି, ତେବେ ସାଂସଦମାନେ ସ୍ଥାନୀୟ ଅଞ୍ଚଳ ଉନ୍ନୟନ ଯୋଜନା ଗାଇଡଲାଇନ୍ ଏମପି ଲାଡ) ଅଧୀନରେ ରିଲିଫ୍ ଓ ଥଇଥାନ କାର୍ଯ୍ୟ ପାଇଁ ୧ କୋଟି ଟଙ୍କା ପର୍ଯ୍ୟନ୍ତ ଯୋଗଦାନ କରିପାରିବେ।

୧୫ଟି ବିମାନବନ୍ଦରରେ ମିଳୁଛି ଡିଜିଯାତ୍ରା ସେବା

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories