www.samajalive.in
Sunday, December 14, 2025
14.1 C
Bhubaneswar

ବିହାର ହାର୍ ପାଇଁ କଂଗ୍ରେସ ନୁହେଁ, ଆରଜେଡି ଦାୟୀ: ଶଶି ଥରୁର

ନୂଆଦିଲ୍ଲୀ: ବିହାର ବିଧାନସଭା ନିର୍ବାଚନ ୨୦୨୫ରେ ମହାମେଣ୍ଟ ଦଳ ମଧ୍ୟରେ ଫାଟ ନଜର ଆସୁଛି। ତିରୁବନନ୍ତପୁରମରେ କଂଗ୍ରେସ ସାଂସଦ ଶଶି ଥରୁର ବିହାର ବିଧାନସଭା ନିର୍ବାଚନ ୨୦୨୫ର ଗଣତିର ଫଳାଫଳ ଦେଖି ଗଣମାଧ୍ୟମରେ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ ଏନଡିଏ ବହୁତ ଆଗରେ ରହିଛି, କିନ୍ତୁ ଶେଷ ପର୍ଯ୍ୟନ୍ତ ଅପେକ୍ଷା କରିବା ଉଚିତ୍ ବୋଲି ସେ କହିଛନ୍ତି। ସେ କହିଛନ୍ତି ଯେ ନିର୍ବାଚନ ଆୟୋଗ ଯେଉଁ ପର୍ଯ୍ୟନ୍ତ ଫଳାଫଳ ଜାରି କରି ନାହାଁନ୍ତି ସେ ପର୍ଯ୍ୟନ୍ତ କୌଣସି ନିଷ୍କର୍ସରେ ପହଞ୍ଚିବା ଭୁଲ୍ ହେବ। ତେବେ ସେ ଏହା ମଧ୍ୟ କହିଛନ୍ତିଯେ ଏହି ମେଣ୍ଟର ବରିଷ୍ଠ ପାର୍ଟି ନଥିଲା, ଏଥିପାଇଁ ଆରଜେଡିକୁ ମଧ୍ୟ ନିଜ ପ୍ରଦର୍ଶନ ଉପରେ ଗୁରୁତ୍ବ ଦେବାର ଥିଲା।

Hot this week

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

ସୁଭଦ୍ରା ନା ବାର୍ଦ୍ଧକ୍ୟ ଭତ୍ତା : ଆଶଙ୍କାରେ ୯୪ହଜାର ଆଶାୟୀ

ଓକାକ୍‌କୁ ତଥ୍ୟ ଅପଲୋଡ ନିର୍ଦେଶ ଅଯୋଗ୍ୟଙ୍କୁ ଭତ୍ତା ପ୍ରଦାନ ନିୟମ...

ଆଜି ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦

ଧର୍ମଶାଳା: ଟ୍ବେଣ୍ଟି୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚ୍‌ରେ ବୋଲରଙ୍କ ସଫଳତା ବଳରେ ଘରୋଇ...

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

ଗମ୍ଭୀରଙ୍କ ଯୋଜନାକୁ ତିଳକଙ୍କ ସମର୍ଥନ

ଧର୍ମଶାଳା: ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଟ୍ବେଣ୍ଟି୨୦ କ୍ରିକେଟ୍‌ରେ ଭାରତୀୟ ବ୍ୟାଟିଂ...

Related Articles

Popular Categories