www.samajalive.in
Saturday, December 6, 2025
14.1 C
Bhubaneswar

ବିଜେଡିରୁ ବହିଷ୍କୃତ ସସ୍ମିତା ମାଝୀ ଗିରଫ

ସମାଜ ଡିଜିଟାଲ ଡେସ୍କ: ଚାକିରି ଦେବା ନାଁରେ ଠକେଇ ଅଭିଯୋଗରେ ଗିରଫ ହୋଇଛନ୍ତି ସସ୍ମିତା ମାଝୀ। ମାଲକାନଗିରି ଜିଲା ମାଥିଲି-୩ ଜିଲା ପରିଷଦ ସଭ୍ୟା ସସ୍ମିତା ମାଝୀ। ଜଗତସିଂହପୁରରୁ ସସ୍ମିତାଙ୍କୁ ଗିରଫ କରିଛି ମାଥିଲି ଥାନା ପୁଲିସ। ଚାକିରି ଦେବା ନାଁରେ ଠକେଇ କରିଥିବା ନେଇ ସସ୍ମିତାଙ୍କ ନାଁରେ ଅଭିଯୋଗ ହୋଇଥିଲା। ବିଜେଡିରେ ରହିଥିବାରୁ ପାଣ୍ଡିଆନଙ୍କ ସମ୍ପର୍କୀୟ କହି ଲକ୍ଷାଧିକ ଟଙ୍କା ଠକେଇ କରିଥିଲେ ସସ୍ମିତା। ଏନେଇ ଅଭିଯୋଗ ହେବା ପରେ ତଦନ୍ତ ଆରମ୍ଭ କରିଥିଲା ମାଥିଲି ଥାନା ପୁଲିସ। ଦୁଇ ଦିନ ତଳେ ବିଜେଡି ଦଳରୁ ବହିଷ୍କୃତ ହୋଇଥିଲେ ସସ୍ମିତା।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories