www.samajalive.in
Sunday, December 7, 2025
14.1 C
Bhubaneswar

ଆସନ୍ତାକାଲିଠୁ ପର୍ଯ୍ୟଟକଙ୍କୁ ସାତକୋଶିଆ ମନା: ୧୪ରୁ ଭିତରକନିକା ବନ୍ଦ

ଭୁବନେଶ୍ଵର: କୁମ୍ଭୀର ଏବଂ ପକ୍ଷୀ ଗଣନା ପାଇଁ ଆସନ୍ତାକାଲିଠୁ ପର୍ଯ୍ୟଟକଙ୍କୁ ସାତକୋଶିଆ ମନା। କୁମ୍ଭୀର ଗଣନା ପାଇଁ ୫ ତାରିଖ ଅପରାହ୍ନରୁ ୯ ତାରିଖ ସକାଳ ପର୍ଯ୍ୟନ୍ତ ଏବଂ ପକ୍ଷୀ ଗଣନା ପାଇଁ ୧୭ ଏବଂ ୧୮ ତାରିଖ ପାଇଁ ମହାନଦୀରେ ବୋଟିଂ ବନ୍ଦ ରହିବ। ଏ ନେଇ ସାତକୋଶିଆ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀଙ୍କ ପକ୍ଷରୁ ସୂଚନା ମିଳିଛି। ଏପରିକି ନଦୀରେ ମାଛ ଧରିବା ପାଇଁ ମଧ୍ୟ ବାରଣ କରାଯାଇଛି। ଗଣନା ପାଇଁ ବନ ବିଭାଗର ୧୪ ଟିମ୍ ନିୟୋଜିତ ହେବେ।

ସେପଟେ ୧୪ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ ରହିବ। କୁମ୍ଭୀର ଗଣନା ପାଇଁ ୧୪ ତାରିଖରୁ ୨୧ ତାରିଖ ଯାଏଁ ଭିତରକନିକା ବନ୍ଦ ରହିବ। ପ୍ରଥମ କରି ଭିତରକନିକା ବାହାର ନଦୀନାଳରେ ମଧ୍ୟ ଗଣନା କରାଯିବ। ଏ ନେଇ ବନଖଣ୍ଡ ଅଧିକାରୀ ସୁଦର୍ଶନ ଗୋପିନାଥ  ଯାଦବଙ୍କ ପକ୍ଷରୁ ସୂଚନା ମିଳିଛି।

- Advertisement -

 

Hot this week

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

‘ବାବୁଜୀ ଥିଲେ ଉତ୍କଳମଣିଙ୍କ ଐତିହ୍ୟର ଅନିର୍ବାଣ ଶିଖା’

କଟକ:‘ସମାଜ’ ହେଉଛି ଖବରକାଗଜର ପ୍ରତିନାମ। ‘ସମାଜ’ର ଏପରି ସୁନାମ ପଛରେ ପଣ୍ଡିତ...

Related Articles

Popular Categories