www.samajalive.in
Saturday, December 13, 2025
21.1 C
Bhubaneswar

ଶତ୍ରୁଘ୍ନ ସିହ୍ନାଙ୍କୁ ବ୍ରିଟିଶ ପୁରସ୍କାର

ଲଣ୍ଡନ : ବ୍ରିଟେନର ଏସିଆ ଭଏସ ୱିକ୍‌ଲି ପକ୍ଷରୁ ଅଭିନେତା-ରାଜନେତା ଶତ୍ରୁଘ୍ନ ସିହ୍ନାଙ୍କୁ ଜୀବନବ୍ୟାପୀ ସାଧନା ପୁରସ୍କାରରେ ସମ୍ମାନିତ କରାଯାଇଛି। ଗୁରୁବାର ବ୍ରିଟିଶ ପାର୍ଲାମେଣ୍ଟ କମ୍ପ୍ଲେକ୍ସରେ ଆୟୋଜିତ ଏକ ଉତ୍ସବରେ ଶତ୍ରୁଘ୍ନ ସିହ୍ନାଙ୍କୁ ପୁରସ୍କୃତ କରାଯାଇଥିଲା। ଏହି ଅବସରରେ ଏକାଧିକ ବ୍ରିଟିଶ ପାର୍ଲାମେଣ୍ଟେରିଆନ, ଶିଳ୍ପପତି, ଶିକ୍ଷାବିତ୍‌ ଓ ବ୍ରିଟିଶ ସେନାର ବରିଷ୍ଠ ଅଧିକାରୀ ଯୋଗଦେଇଥିଲେ। ବଲିଉଡରେ ଦୁଇଶହରୁ ଊର୍ଦ୍ଧ୍ବ ଚଳଚ୍ଚିତ୍ରରେ ଅଭିନୟ କରି ଲୋକପ୍ରିୟତା ଅର୍ଜନ କରିବାପରେ ଶତ୍ରୁଘ୍ନ ସିହ୍ନା ବିଜେପିରେ ଯୋଗଦେଇ ନିଜର ରାଜନୈତିକ କ୍ୟାରିୟର ଆରମ୍ଭ କରିଥିଲେ। ବର୍ତ୍ତମାନ ସେ ବିହାରର ପାଟନା ସାହେବ ଆସନରୁ ଲୋକସଭାକୁ ପ୍ରତିନିଧିତ୍ୱ କରୁଛନ୍ତି।

Hot this week

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଯବାନଙ୍କ ଶେଷକୃତ ସମ୍ପନ୍ନ

ଗୋପାଳପୁର -   ଗୋପାଳପୁର ଥାନା ଅନ୍ତର୍ଗତ ପୁରୁଣା ବକ୍ସିପଲ୍ଲୀ ଗ୍ରାମରେ  ସେନାର...

ପରିଶ୍ରା କରିଦେବାରୁ ପ୍ରଥମ ଶ୍ରେଣୀ ଛାତ୍ରକୁ ବାଡିରେ ମାଡ ମାରି ଆହତ କଲେ ଚତୁର୍ଥ ଶ୍ରେଣୀ ଛାତ୍ର

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ସଲାଗୁଡା ପଞ୍ଚାୟତ ସଲାଗୁଡା...

ଭାରସ୍ୟାମ ହରାଇ ବାଇକ ଦୁର୍ଘଟଣା ଜଣେ ମୃତ

ପାଟଣା - ଘଟଗାଁ ଥାନା ଅଞ୍ଚଳ ୨୦ ନଂ ଜାତୀୟ ରାଜପଥର...

ସ୍ତ୍ରୀର ପରକୀୟା ପ୍ରୀତି ଧରାପଡିବାରୁ ସ୍ୱାମୀକୁ ହତ୍ୟା କଲା

ନୟାଗଡ଼ - ନୟାଗଡ ଖଣ୍ତପଡା ପୁଆଣିଆ ଗାଁରେ ସ୍ଵାମୀକୁ ସ୍ତ୍ରୀ ହତ୍ୟା...

ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ସମାଜ ନ୍ୟୁଜ ଡେସ୍କ- ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ...

Related Articles

Popular Categories