ମେଷ: ସୁଖୀ ହେବେ। ସମ୍ମାନିତ ହୋଇପାରନ୍ତି। କୁଳ ଉଳକାରୀ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାର୍ଦ୍ଦ ଚିତ୍ତ ହୋଇପାରନ୍ତି। ଯଶସ୍ବୀ ହେବେ। ପାରିବାରିକ ସ୍ନେହ ରହିବ।
ବୃଷ: ପରୋପକାରୀ ହେବେ। ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗ-ବିଳାସ କରିପାରନ୍ତି। ଜୀବନ ସୁଖସମୃଦ୍ଧିପୂର୍ଣ୍ଣ ହେବ। ବିଦ୍ବାନ୍, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ମିଥୁନ: ପ୍ରତିଶୋଧ ପରାୟଣ ହୋଇପାରନ୍ତି। କାହାରି କୃପାପାତ୍ର ନ ହୋଇ ସ୍ବାଭିମାନର ସହ ଚଳିବେ। ସହଯୋଗୀ ବ୍ୟବସାୟରୁ ଲାଭ ମିଳିବ। ଘାତଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ।
କର୍କଟ: ସୁଖ-ସନ୍ତୋଷଭରା ଦିନଟି ଆଜି। ବ୍ୟବସାୟ ଅତ୍ୟନ୍ତ ଲାଭଦାୟକ ହେବ। ବନ୍ଧୁ ଓ ଅତିଥିମାନଙ୍କ ସତ୍କାରରେ ଆନନ୍ଦ ମିଳିବ। ସେବା କ୍ଷେତ୍ରରେ ସମର୍ପିତ ହେବେ। ଶାନ୍ତ ଓ ଧୈର୍ଯ୍ୟବାନ୍ ହୋଇପାରନ୍ତି।
ସିଂହ: ମନ ପ୍ରସନ୍ନ ରହିବ। ଭାଇମାନଙ୍କ ଉପରେ ସ୍ନେହ ଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ବଳିଷ୍ଠ ଓ ଶତ୍ରୁ ହନ୍ତା ହେବେ। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ। ମାନ୍ଦାଗ୍ନି ଭୋଗୀ ପାରନ୍ତି।
କନ୍ୟା: କର୍ମ ଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ବାରା ଉପକୃତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ଆଗ୍ରହୀ ହେବେ। ଆର୍ଥିକ ସ୍ରୋତ ବ୍ୟବସାୟଦି ବିଭିନ୍ନ ଦିଗରୁ ଆସିବ।
ତୁଳା: ଉଦାର ପ୍ରକୃତିର ହେବେ। ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। କୃଷି କାର୍ଯ୍ୟ ଉପରେ ଗୁରୁତ୍ବ ଦେବେ। ପ୍ରେମୀ ଓ ବୁଦ୍ଧିମାନ୍ ହେବେ। ଯଶସ୍ବୀ ହେବେ। ଉଚ୍ଚ ଶିକ୍ଷା ପାଇଁ ଆଗ୍ରହୀ ହୋଇପାରନ୍ତି।
ବିଛା: ଉଚ୍ଚ ସମ୍ମାନ ଲାଭ କରିପାରନ୍ତି। ସୁଖ-ସନ୍ତୋଷରେ ଦିନଟି ଭଲରେ କଟିବ। ମନ ପ୍ରସନ୍ନ ରହିବ। ଆତ୍ମବିଶ୍ବାସୀ ହେବେ। ମଧୁରଭାଷୀ ହେବେ। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର ସମ୍ମାନ ମିଳିବ।
ଧନୁ: ଭାଗ୍ୟଶାଳୀ ହେବେ। ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ବିଦ୍ୟାପ୍ରେମୀ ହୋଇପାରନ୍ତି। ଉଦାର ପ୍ରକୃତିର ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କ ସାନ୍ନିଧ୍ୟ ମିଳିବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ମକର: ସମ୍ମାନିତ ହେବେ। ସୁଖ ଭୋଗ କରିବେ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲି-ମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ସୁସ୍ଥ ଓ ନିରାମୟ ରହିବେ। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ।
କୁମ୍ଭ: କର୍ମ ଚଞ୍ଚଳ ରହିବେ। ସାହସୀ ଓ ଜ୍ଞାନୀ ହେବେ। ଗୁପ୍ତ ବିଦ୍ୟାରେ ରୁଚି ରହିବ। ଧାର୍ମିକ ପ୍ରବୃତ୍ତିର ହେବେ। ଅତିଥି ସତ୍କାର କରି ଖର୍ଚ୍ଚାନ୍ତ ହେବେ। ସାଧନାର ପ୍ରଥମ ସୋପାନରେ ଏକାନ୍ତବାସକୁ ଆଦରି ନେବେ।
ମୀନ: ସୁଖ-ସମ୍ମାନ ଲାଭ କରିପାରନ୍ତି। ସୁସ୍ଥ ଓ ନିରୋଗ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଅର୍ଥପ୍ରାପ୍ତିର ସୂଚନା ମିଳୁଛି।
ଶନିବାର ରାଶିଫଳ ୨୧.୦୮.୨୦୨୧
Popular Categories



