www.samajalive.in
Sunday, December 7, 2025
26.1 C
Bhubaneswar

ଶନିବାର ରାଶିଫଳ

ମେଷ: ସଫଳତାର ନିକଟବର୍ତ୍ତୀ ହେବେ। ସୁଖ-ସମ୍ମାନ ଲାଭ କରି ପାରନ୍ତି। ଭ୍ରମଣ-ବିଳାସୀ ହେବେ। ଦୃଢ଼ ସଂକଳ୍ପ ନେଇ କାର୍ଯ୍ୟ କରିବେ। ସୌଜନ୍ୟତା ପ୍ରକାଶ ପାଇବ। ଦାନକୁ ବ୍ରତ ଭାବେ ଗ୍ରହଣ କରିପାରନ୍ତି। ସନ୍ମାର୍ଗୀ ହେବେ।

ବୃଷ: ଯାନବାହନ ଚଳାଚଳରେ ସତର୍କ ରହିବେ। ସତ୍‌ସଙ୍ଗୀ ହୋଇପାରନ୍ତି। ମନ୍ତ୍ରଣାଦାତା ହେବେ। ବିନୀତ ସ୍ବଭାବର ହୋଇପାରନ୍ତି। ପୁଣ୍ୟବାନ୍‌ ହେବେ। ଭଦ୍ର ସ୍ବଭାବର ହେବେ। ପ୍ରତ୍ୟେକ କାର୍ଯ୍ୟରେ ସଫଳତା ଲାଭ କରିବେ।

- Advertisement -

ମିଥୁନ: ମାନସିକ ସ୍ତରରୁ ଅଶାନ୍ତିର ଅବସାନ ଘଟି ଶାନ୍ତିର ବାତାବରଣ ସୃଷ୍ଟି ହେବେ। ନୃତ୍ୟ ସଙ୍ଗୀତପ୍ରିୟ ହୋଇପାରନ୍ତି। ଉପଯୁକ୍ତ କର୍ମାନୁରକ୍ତ ହେବେ। ଯଶସ୍ବୀ ହୋଇପାରନ୍ତି। ସରକାରୀ ସ୍ତରରୁ ଅର୍ଥ ପାଇ ଧନଶାଳୀ ହେବେ।

କର୍କଟ: କର୍ମକ୍ଷେତ୍ରରେ ଦ୍ବନ୍ଦ୍ବର ସମ୍ମୁଖୀନ ହୋଇପାରନ୍ତି। ଭାଗ୍ୟଶାଳୀ ହେବେ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ବନ୍ଧୁ ମିଳନରେ ବିଶେଷ ଉପକୃତ ହେବେ। ବ୍ୟବସାୟ ଲାଭଜନକ ହେବ। ଅବିବାହିତଙ୍କର ସୁକନ୍ୟା ସହ ବିବାହ ସ୍ଥିର ହେବ।

ସିଂହ: ମାଙ୍ଗଳିକ କାର୍ଯ୍ୟରେ ଯୋଗଦାନ କରି ଖୁସି ହୋଇପାରନ୍ତି। ଘାତଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ। ସରକାରୀ ସ୍ତରରେ ସମ୍ମାନିତ ହେବେ। ବ୍ୟବସାୟ ଲାଭଜନକ ହେବ। ବିବାଦରେ ବିଜୟୀ ହେବେ। ଅଶାନ୍ତି ଦୂର ହେବ।

କନ୍ୟା: ବିଶ୍ବାସଯୋଗ୍ୟ ହେବେ। ବାହାରେ ବହୁ ସମ୍ମାନର ଅଧିକାରୀ ହେବେ। ବିଭିନ୍ନ ସ୍ତରରୁ ଅର୍ଥପ୍ରାପ୍ତିର ସୁଯୋଗ ସୃଷ୍ଟି ହୋଇଛି। ଶ୍ରେଷ୍ଠମାନ୍ୟତା ପ୍ରାପ୍ତ ହେବେ। ବାହାର ଲୋକଙ୍କଠାରୁ ସମ୍ମାନ ମିଳିବ। ଆନନ୍ଦ ଉପଭୋଗ କରିପାରନ୍ତି।

ତୁଳା: ଅନୁସନ୍ଧାନରେ ସଫଳତା ମିଳିବା କଷ୍ଟସାଧ୍ୟ ହେବ। ବିଭିନ୍ନ ସ୍ତରରୁ ଧନାଗମ ହୋଇପାରେ। ଦୀର୍ଘ ଦିନର ଆଶା ଫଳବତୀ ହୋଇପାରେ। ରୋଜଗାର ଆଶାନୁରୂପ ହେବ। ସୁଖୀ ହେବେ। ସମୃଦ୍ଧି ମାର୍ଗରେ ଆଗକୁ ବଢ଼ିବେ। ସମ୍ପତ୍ତିବାନ୍‌ ହେବେ।

ବିଛା: ଯାହା ଇଚ୍ଛା କରୁଥିବେ ତାହା ମିଳିପାରେ। କୌଣସି କାରଣରୁ କ୍ରୋଧିତ ହୋଇପାରନ୍ତି। ଚିତ୍ତରେ ପ୍ରସନ୍ନତା ଦେଖା ଦେବ। ସ୍ନେହ, ଶ୍ରଦ୍ଧା ଲାଭ କରିପାରନ୍ତି। ବନ୍ଧୁ ଦର୍ଶନର ସୁଯୋଗ ଅଛି। ସମ୍ମାନିତ ହେବେ। କରିତ୍‌କର୍ମା ହୋଇପାରନ୍ତି।

ଧନୁ: ଧର୍ମ ସଭାରେ ଭାଗ ନେଇପାରନ୍ତି। ଆଶାବାଦୀ ହେବେ। ତ୍ୟାଗପୂତ ମନୋବୃତ୍ତି ଗ୍ରହଣ କରି ପ୍ରଶଂସାର ପାତ୍ର ହେବେ। ନୀତିନିଷ୍ଠ ବ୍ୟକ୍ତିଭାବେ ନିଜର ପରିଚୟ ସୃଷ୍ଟି କରିବେ। ବିବିଧ ଧନର ଅଧିକାରୀ ହୋଇପାରନ୍ତି। ସୁଖୀ ହେବେ।

ମକର: ରୋଜଗାର ଆଶାନୁରୂ​‌େ​‌ପ ଲାଭ କରିବେ। ବନ୍ଧୁ ବା ସରକାରୀ ସହାୟତାରୁ ଲାଭବାନ୍‌ ହେବେ। ଉତ୍ତମ ଭୋଜନରେ ଆପ୍ୟାୟିତ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଚିନ୍ତାଧାରା ଉନ୍ନତ ହେବ।

କୁମ୍ଭ: ଜଞ୍ଜାଳି ହୋଇପାରନ୍ତି। ସର୍ବାଙ୍ଗୀଣ ଉନ୍ନତି ଆଶାକରାଯାଏ। ଅଧିକ ବ୍ୟୟର ସମ୍ମୁଖୀନ ହୋଇପାରନ୍ତି। ସୁଭାଷୀ ଓ ସୁବିଦ୍ୟାଯୁକ୍ତ ହେବେ। ଦର୍ଶନୀୟ, ଭୋଗୀ ଓ ତେଜୀୟାନ୍‌ ହୋଇପାରନ୍ତି। ଚଞ୍ଚଳ ଚେଷ୍ଟିତ ହେବେ। ମୂଲ୍ୟବାନ ଦ୍ରବ୍ୟ ଲାଭ ହେବ।

ମୀନ: ଆୟ ଆଶାନୁରୂପ ହେବ। ସତ୍‌ସଙ୍ଗୀ ହେବେ। ଅର୍ଥପ୍ରାପ୍ତିର ସୂଚନା ମିଳୁଛି। ଦାମ୍ପତ୍ୟ ସୁଖ ମିଳିବ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ସରକାରୀ ସ୍ତରରେ ସମ୍ମାନିତ ହେବେ। କାର୍ଯ୍ୟ ଦକ୍ଷ ହୋଇପାରନ୍ତି। ଆମୋଦ-ପ୍ରମୋଦରେ ସମୟ ବିତିବ।

Hot this week

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

Related Articles

Popular Categories