www.samajalive.in
Saturday, December 6, 2025
26.1 C
Bhubaneswar

ଶନିବାର ଗୁଲାବ ଜାମୁନ ସେବନ କଲେ ଖୁବ ଶୁଭଫଳ ପ୍ରାପ୍ତି ହୋଇଥାଏ

ଶନିବାର ପ୍ରଭୁ ଶନିଦେବଙ୍କୁ ସମର୍ପିତ। ଶନିବାରରେ ଶନିଙ୍କ ସହ ସମ୍ବନ୍ଧିତ କିଛି ଖାଦ୍ୟର ସେବନ କଲେ ଖୁବ ସକରାତ୍ମକ ପ୍ରଭାବ ମିଳିଥାଏ।  ଏହି ବାରରେ କେଉଁ ଖାଦ୍ୟ ଖାଇବା ଉଚିତ୍‌‌ ଓ ଅନୁଚିତ୍‌‌ ଜାଣନ୍ତୁ..

ଶନିବାର ଆମ୍ବର ଆଚାର ଖାଆନ୍ତୁ ନାହିଁ। ଏହାକୁ ଖାଇବା ଦ୍ବାରା ଶନିଦେବଙ୍କୁ କୋପର ଶିକାର ହେବାକୁ ପଡିଥାଏ।
ଶନିବାର ଦିନ ଲାଲ ଲଙ୍କା ଖାଆନ୍ତୁ ନାହିଁ। ଏପରି କରିବା ଦ୍ବାରା ଶନିଦେବଙ୍କ କୁଦୃଷ୍ଟି ପଡିଥାଏ।

- Advertisement -

ଶନିବାର ଦିନ ଚଣା, ବିରି ଓ ମୁଗ ଡାଲି ଖାଇପାରିବେ। କିନ୍ତୁ ମସୁର ଡାଲି ଏହିଦିନ ଖାଆନ୍ତୁ ନାହିଁ। ମସୁର ଡାଲି ମଙ୍ଗଳ ଗ୍ରହ ସହ ସମ୍ପର୍କିତ। ତେଣୁ ମସୁର ଡାଲି ଖାଇବା ଦ୍ବାରା ଶନିଦେବଙ୍କ କୁଦୃଷ୍ଟି ପଡିଥାଏ।

ଶନିବାର ଦିନ ମଦ୍ୟପାନ କରିବା ଦ୍ବାରା ଶନିଦେବଙ୍କ ଖରାପ ପ୍ରଭାବ ପଡିଥାଏ। ଏହାସହ ଦୁର୍ଘଟଣା ଘଟିବାର ସମ୍ଭାବନା ବୃଦ୍ଧି ପାଇଥାଏ।

ଶନିବାର ଦିନ ଏପରି କିଛି ଖାଦ୍ୟଦ୍ରବ୍ୟ ଖାଆନ୍ତୁ ନାହିଁ ଯେଉଁଥିରେ ସୋରିଷ ତେଲ ଥିବ। ଏହିଦିନ ଶନିଦେବଙ୍କୁ ସୋରିଷ ତେଲ ଅର୍ପଣ କରନ୍ତୁ।

ଖେଚେଡ଼ି –ଏହି ବାରରେ ହରଡ଼ ଡ଼ାଲି ଓ ଚାଉଳରେ ପ୍ରସ୍ତୁତ ଖେଚେଡ଼ି ଖାଆନ୍ତୁ।
କଳା ରାଶି –କଳା ରାଶିର ସେବନ କଲେ ମଧ୍ୟ ଖୁବ ଲାଭକାରୀ ହୋଇଥାଏ।
ଗୁଲାବ ଜାମୁନ – ମାନ୍ୟତା ଅନୁଯାୟୀ, ଏହି ବାରରେ ଗୁଲାବ ଜାମୁନ ସେବନ କରିବା ଖୁବ ଶୁଭଫଳ ପ୍ରାପ୍ତି ହୋଇଥାଏ।
କଳା ଚଣା – କଳା ଚଣାରେ ପ୍ରସ୍ତୁତ ତରକାରୀ ଖାଇବା ମଧ୍ୟ ଶୁଭଙ୍କର।
ଯଦି ଶନିବାର ଦିନ ଆପଣ କ୍ଷୀର କିମ୍ବା ଦହି ଖାଇବାକୁ ଚାହୁଁଛନ୍ତି ତେବେ ତାହାକୁ ସାଧା ଖାଆନ୍ତୁ ନାହିଁ। କ୍ଷୀରରେ ହଳଦି କିମ୍ବା ଗୁଡ ମିଶାଇ ସେବନ କରିପାରିବେ।

 

Hot this week

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

Related Articles

Popular Categories