www.samajalive.in
Friday, December 12, 2025
19.1 C
Bhubaneswar

ସତ୍ୟବାଦୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉତ୍ସବ

ସୁଆଣ୍ଡୋ : ସତ୍ୟବାଦୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ କ୍ରିଡା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ପଞ୍ଚାୟତ ସମିତି ଅଧ୍ୟକ୍ଷ ସୁନୀଲ କୁମାର ପଣ୍ଡା ଯୋଗ ଦେଇଥିଲେ । ଶ୍ରୀ ଜଗନ୍ନାଥଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରାଯାଇ କ୍ରୀଡା ଉତ୍ସବ ଆରମ୍ଭ ହୋଇଥିଲା। ସମ୍ମାନୀତ ଅତିଥି ଭାବେ ଶିକ୍ଷାବିତ ପ୍ରଣବ ମିଶ୍ର, ଜୟପୁର ସରପଞ୍ଚ ଆରାଧନା ସାମନ୍ତରାୟ, ସମିତି ସଭ୍ୟ ଦୀପକ କୁମାର ଶତପଥୀ, ଜିଲାପରିଷଦ ସଭ୍ୟ ବିଷ୍ଣୁପ୍ରିୟା ବରାଳ, ପରିଚାଳନା କମିଟି ସଭାପତି ଚକ୍ରଧର ମହାରଣା, ଉପସଭାପତି ବର୍ଷା ରାଣୀ ମେକାପ, ବ୍ଲକ ଶିକ୍ଷାଧିକାରୀ ଭବମ ପ୍ରଧାନ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ।

ସତ୍ୟବାଦୀ ଉଚ୍ଚ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ମାନସ ରଞ୍ଜନ ପଟ୍ଟନାୟକ ଅତିଥି ପରିଚୟ ଓ ସ୍ୱାଗତ ଭାଷଣ ଦେଇଥିଲେ। ଲକ୍ଷ୍ମିପ୍ରସାଦ ମିଶ୍ର ମଞ୍ଚ ପରିଚାଳନା କରିଥିଲେ। କ୍ରୀଡା ଶିକ୍ଷା ଶିକ୍ଷକ ସୁଚିତ୍ର ଖଟେଇ ଖେଳ ପରିଚାଳନା କରିଥିଲେ। ଶିକ୍ଷୟତ୍ରୀ ବୈଜୟନ୍ତୀ ମିଶ୍ର ଧନ୍ୟବାଦ ଦେଇଥିଲେ ।

Hot this week

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

ବାଇକ ସ୍କୁଟି ମୁହାଁମୁହିଁ ଧକ୍କା- ୩ ମୃତ ୨ ଗୁରୁତର

ପାଟଣା - ଶୁକ୍ରବାର ସନ୍ଧ୍ୟା ସାଢ଼େ ୬ଟା ସମୟରେ ଘଟଗାଁ ଥାନା...

ଗାଈ କଟାକୁ ନେଇ ଉତ୍ତେଜନା- ମାମଲା ରୁଜୁ

ଗୋପାଳପୁର - ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟସ୍ଥ ସୋରାବାଡି ଜଙ୍ଗଲରେ...

୫୦ ବର୍ଷ ପରେ ବଡ ପରଦାକୁ ଆସିଲା ‘ସୋଲେ’

ଭୁବନେଶ୍ୱର:୫୦ ବର୍ଷ ପରେ ବଡ ପରଦାକୁ ଆସିଲା 'ସୋଲେ' ।ସିଲଭର ସ୍କ୍ରିନରେ...

Related Articles

Popular Categories