www.samajalive.in
Sunday, December 14, 2025
17.1 C
Bhubaneswar

ସାକ୍ଷୀଗୋପାଳ : ୩୨ ନମ୍ବର ଜୋନରେ ବିଜେପିର ବିଷ୍ଣୁପ୍ରିୟା ବରାଳ ବିଜୟୀ

ସାକ୍ଷୀଗୋପାଳ : ସତ୍ୟବାଦୀ ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସତ୍ୟବାଦୀ ବ୍ଲକର ୩୨ ନମ୍ବର ଜିଲ୍ଲା ପରିଷଦ ଆସନରେ ଏକ କଡ଼ା ମୁକାବିଲାରେ ବିଜେପି ପ୍ରାର୍ଥୀନୀ ବିଜୟ ଲାଭ କରିଛନ୍ତି । ବିଜେପିର ବିଷ୍ଣୁପ୍ରିୟା ବରାଳ ୧୦,୬୮୫ ଖଣ୍ଡ ଭୋଟ ପାଇଛନ୍ତି । ସେହିପରି ତାଙ୍କ ନିକଟତମ ପ୍ରତିଦ୍ବନ୍ଦି ବିଜେଡ଼ି ପ୍ରାର୍ଥୀନୀ ସ୍ୱପ୍ନା ଜେନା ୧୦,୪୪୧ଖଣ୍ଡ ଭୋଟ ପାଇଛନ୍ତି। ବିଜେପି ପ୍ରାର୍ଥୀନୀ ବିଷ୍ଣୁପ୍ରିୟା ୨୪୪ ଖଣ୍ଡ ଅଧିକ ଭୋଟ ପାଇ ବିଜୟ ଲାଭ କରିଛନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories