www.samajalive.in
Saturday, December 6, 2025
14.1 C
Bhubaneswar

ପାଞ୍ଚ ସ୍ତ୍ରୀଙ୍କ ସ୍ୱାମୀ ସତ୍ୟଜିତ ସାମଲଙ୍କୁ ରିମାଣ୍ଡରେ ନେଲା ପୁଲିସ

ସମାଜ ଡିଜିଟାଲ ଡେସ୍କ: ପାଞ୍ଚ ସ୍ତ୍ରୀଙ୍କ ସ୍ୱାମୀ ସତ୍ୟଜିତ ସାମଲଙ୍କୁ ରିମାଣ୍ଡରେ ନେଇଛି କମିଶନରେଟ ପୁଲିସ। ଆଜିଠୁ ୨ ଦିନିଆ ରିମାଣ୍ଡରେ ନେଇ ପଚରାଉଚରା କରୁଛି ପୁଲିସ। ୧୦ଦିନିଆ ରିମାଣ୍ଡରେ ନେବାକୁ ପୁଲିସ ଆବେଦନ କରିଥିବା ବେଳେ କୋର୍ଟ ଦୁଇ ଦିନ ପାଇଁ ରିମାଣ୍ଡ ଅନୁମତି ଦେଇଛନ୍ତି। ଏହି ସମୟରେ ସତ୍ୟଜିତଙ୍କ ଅନେକ ଗୁମର ଖୋଲିପାରେ। ନିଜକୁ ଗୁଇନ୍ଦା ଇନ୍ସପେକ୍ଟର କହି ମହିଳା ଓ ଯୁବତୀଙ୍କୁ ଠିକାବରେ ଲାଗିଥିଲା ସତ୍ୟଜିତ। ଏପରିକି ୫ଜଣ ମହିଳାଙ୍କୁ ବିବାହ କରିଥିଲା। ଆହୁରି ୪୯ଜଣ ମହିଳା ଲାଇନରେ ଥିଲେ ବୋଲି କୁହାଯାଉଛି। ବିଧବା ମହିଳା ଓ ଡିଭୋର୍ସିଙ୍କୁ ଟାର୍ଗେଟ କରୁଥିଲା ସତ୍ୟଜିତ। ମହିଳାଙ୍କୁ ଫସାଇ ବିବାହ କରି ସେମାନଙ୍କ ନାଁରେ ଲୋନ୍‌‌ କରି ମଉଜ କରୁଥିଲା।

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories