ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ସଚିବ ଭାବେ ବରିଷ୍ଠ ଆଇଏଏସ ଅଫିସର ସତ୍ୟବ୍ରତ ରାଉତଙ୍କୁ ନିଯୁକ୍ତି ପ୍ରଦାନ କରାଯାଇଛି। ଆଇଏଏସ ସତ୍ୟବ୍ରତ ରାଉତଙ୍କ ନିଯୁକ୍ତି ନେଇ ସାଧାରଣ ଓ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।
Popular Categories

ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ସଚିବ ଭାବେ ବରିଷ୍ଠ ଆଇଏଏସ ଅଫିସର ସତ୍ୟବ୍ରତ ରାଉତଙ୍କୁ ନିଯୁକ୍ତି ପ୍ରଦାନ କରାଯାଇଛି। ଆଇଏଏସ ସତ୍ୟବ୍ରତ ରାଉତଙ୍କ ନିଯୁକ୍ତି ନେଇ ସାଧାରଣ ଓ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।
Hot this week
‘The Samaja’, the synonym of newspapers in Odisha – a mass circulated and widely read Odia daily has completed ‘Hundred Five‘ years of its glorious publication. Founded in 1919 by a great visionary, nationalist and freedom fighter, Utkalamani Pandit Gopabandhu Das.. Read More
Get important news delivered directly to your inbox and stay connected!
