www.samajalive.in
Saturday, December 6, 2025
16.1 C
Bhubaneswar

ଛାତ୍ରୀଙ୍କୁ ନିର୍ଯ୍ୟାତନା: ଅଧ୍ୟାପକ ଗିରଫ

ସମ୍ବଲପୁର : ବହୁଚର୍ଚ୍ଚିତ ଫକୀର ମୋହନ କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁ ମାମଲା ଥମିନଥିବାବେଳେ ପୁଣି ଥରେ ଛାତ୍ରୀ ନିର୍ଯ୍ୟାତନାର ଖବର ସାମ୍ନାକୁ ଆସିଛି। ଗଙ୍ଗାଧର ମେହେର ବିଶ୍ଵ ବିଦ୍ୟାଳୟରେ ଜଣେ ଛାତ୍ରୀଙ୍କୁ ନିର୍ଯ୍ୟାତନା ଦିଆଯାଇଥିବା ସୂଚନା ମିଳିଛି।  ଅଭିଯୋଗ କୁ ଆଧାର କରି ମହିଳା ଥାନା ସମ୍ପୃକ୍ତ ଅଧ୍ୟାପକଙ୍କୁ ଗିରଫ କରିଛି। ଏ ନେଇ ସମ୍ପଲପୁର ଏସ୍‌ପିଙ୍କ ପକ୍ଷରୁ ସ୍ପଷ୍ଟ ହୋଇଛି। ଗିରଫ ଅଧ୍ୟାପକ ଜଣକ ଶିକ୍ଷା ବିଭାଗର ଆସିଷ୍ଟାଣ୍ଡ ପ୍ରଫେସର ଗୋପୀକାନ୍ତ ସୁନା ବୋଲି ଜଣାପଡିଛି। ପୁଲିସ୍ ଏହି ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି।

Hot this week

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories