www.samajalive.in
Tuesday, December 9, 2025
26.1 C
Bhubaneswar

ଦାରୁବ୍ରହ୍ମଙ୍କ ଦର୍ଶନ କଲେ ପ୍ରଧାନ ବିଚାରପତି

କଟକ  : ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ବର ବିମାନ ବନ୍ଦରରେ ଶୁକ୍ରବାର ମଧ୍ୟାହ୍ଣରେ ପହଞ୍ଚିବା ପରେ ସିଧା ଶ୍ରୀକ୍ଷେତ୍ର ଯାଇ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କୁ ଦର୍ଶନ କରିଛନ୍ତି ସର୍ବୋଚ୍ଚ ନ୍ୟାୟାଳୟର ପ୍ରଧାନ ବିଚାରପତି ଧନଞ୍ଜୟ ଯଶବନ୍ତ ଚନ୍ଦ୍ରଚୂଡ଼। ଜଷ୍ଟିସ୍‌ ଶ୍ରୀ ଚନ୍ଦ୍ରଚୂଡ଼ ଜଗମୋହନ ଭିତରକାଠରୁ ମହାପ୍ରଭୁଙ୍କୁ ଦର୍ଶନ ସହ ପୂଜାର୍ଚ୍ଚନା କରିଥିଲେ। ପରେ ଶ୍ରୀମନ୍ଦିର ବେଢା ପରିକ୍ରମା କରିଥିଲେ। ଆଜିଠାରୁ କଟକ ସ୍ଥିତ ଓଡ଼ିଶା ଜୁଡିସିଆଲ୍‌ ଏକାଡେମୀରେ ଦୁଇ ଦିନିଆ ଜାତୀୟ କର୍ମଶାଳାରେ ସେ ଯୋଗଦେବେ। ତାଙ୍କ ସହ ସର୍ବୋଚ୍ଚ ନ୍ୟାୟାଳୟର ୬ଜଣ ବିଚାରପତି ଓ ବିଭିନ୍ନ ରାଜ୍ୟର ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ତଥା ବିଚାରପତିମାନେ ‘ଡିଜିଟାଇଜେସନ୍‌, କାଗଜବିହୀନ ଅଦାଲତ ଏବଂ ଇ-ଇନିସିଏଟିଭ୍‌’ ଶୀର୍ଷକ ଆଲୋଚନାଚକ୍ରରେ ଯୋଗଦେବେ।

Hot this week

ଶିକାରୀ ଫାଶରେ ପଡିଲା କଲରାପତରିଆ

ଅନୁଗୁଳ : ଶିକାରୀ ଫାଶରେ ପଡିଲା କଲରାପତରିଆ। ଅନୁଗୋଳ ବନଖଣ୍ଡ କରତପଟା...

ଜନ୍ମଦିନରେ ସୋନିଆ ଗାନ୍ଧୀଙ୍କୁ ଝଟକା: କୋର୍ଟରୁ ନୋଟିସ୍‌

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ବଡ...

ପୀତବାସ ପଣ୍ଡା ହତ୍ୟା ମାମଲା: ବିକ୍ରମଙ୍କ ସହ ୫ଜଣଙ୍କ ଜାମିନ୍‌ ରାୟ ସଂରକ୍ଷିତ

ସମାଜ ଡିଜିଟାଲ ଡେସ୍କ: ପୀତପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ...

ବିଜେପି ମୋର୍ଚ୍ଚା ସଭାପତି : ଅଭିଳାଷ , ଐଶ୍ଵର୍ଯ୍ୟା ରିପିଟ୍‌

ଭୁବନେଶ୍ଵର : ମୋର୍ଚ୍ଚା ସଭାପତି ଓ ଜିଲ୍ଲା ପ୍ରଭାରୀ ଘୋଷଣା କଲେ...

ଚୁଟ୍‌କିରେ ଦୂର ହେବ କେଶ ଝଡିବା ସମସ୍ୟା : ବ୍ୟବହାର କରନ୍ତୁ ଏହି ମାସ୍କ

ନୂଆଦିଲ୍ଲୀ : ଆଜିକାଲି ସମୟରେ କେଶ ଝଡିବା ସମସ୍ତଙ୍କ ପାଇଁ ଏକ...

Related Articles

Popular Categories