ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ଗିରଫଦାରୀ ମାମଲା – ଜରୁରୀ ଭିତ୍ତିରେ ଶୁଣାଣି କରିବାକୁ ମନା କଲେ ସୁପ୍ରିମକୋର୍ଟ
ଡେସ୍କ: ଅବକାରୀ ନୀତି ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଦ୍ୱାରା ତାଙ୍କୁ ଗିରଫ କରାଯିବା ନେଇ ଦିଲ୍ଲୀ ହାଇକୋର୍ଟ ଦେଇଥିବା ମନ୍ତବ୍ୟକୁ ଚ୍ୟାଲେଞ୍ଜ କରି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ଆବେଦନର ତୁରନ୍ତ ଶୁଣାଣି କରିବାକୁ ସୁପ୍ରିମକୋର୍ଟ ମନା କରିଦେଇଛନ୍ତି। ବିରୋଧୀ ଦଳ ନେତାଙ୍କ ବିରୋଧରେ କେନ୍ଦ୍ରୀୟ ସଂସ୍ଥାର ଅପବ୍ୟବହାର କରୁଛନ୍ତି ସରକାର – କଂଗ୍ରେସ ବରିଷ୍ଠ ଆଇନଜୀବୀ ଅଭିଷେକ ମନୁ ସିଂଘଭି ସୁପ୍ରିମକୋର୍ଟରେ କହିଛନ୍ତି, ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ବିଷୟରେ ଏହା ଏକ ଜରୁରୀ ପ୍ରସଙ୍ଗ। ଏହି … Continue reading ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ଗିରଫଦାରୀ ମାମଲା – ଜରୁରୀ ଭିତ୍ତିରେ ଶୁଣାଣି କରିବାକୁ ମନା କଲେ ସୁପ୍ରିମକୋର୍ଟ
Copy and paste this URL into your WordPress site to embed
Copy and paste this code into your site to embed