ସିବିଆଇ ତଦନ୍ତ ବନ୍ଦ କରିବାକୁ ମନା କଲେ ସୁପ୍ରିମକୋର୍ଟ

ଡେସ୍କ: ସନ୍ଦେଶଖାଲି ମାମଲାର ସିବିଆଇ ତଦନ୍ତକୁ ବିରୋଧ କରିଥିବାରୁ ମମତା ବାନାର୍ଜୀଙ୍କ ପଶ୍ଚିମବଙ୍ଗ ସରକାରଙ୍କୁ ସୁପ୍ରିମକୋର୍ଟ କଡ଼ା ସମାଲୋଚନା କରିବା ସହ ଜଣେ ବ୍ୟକ୍ତିଙ୍କ ସ୍ୱାର୍ଥ ରକ୍ଷା ପାଇଁ ରାଜ୍ୟ ସରକାର କିପରି ସର୍ବୋଚ୍ଚ ନ୍ୟାୟାଳୟର ଦ୍ୱାରସ୍ଥ ହୋଇପାରିବେ ବୋଲି ପ୍ରଶ୍ନ କରିଛନ୍ତି। ଜଷ୍ଟିସ ବିଆର୍ ଗବାଇ ଓ ଜଷ୍ଟିସ୍ ସନ୍ଦୀପ ମେହେଟ୍ଟାଙ୍କୁ ନେଇ ଗଠିତ ଖଣ୍ଡପୀଠ ପ୍ରଶ୍ନ କରିଛନ୍ତି, ଜଣେ ବ୍ୟକ୍ତିଙ୍କ ସ୍ୱାର୍ଥ ରକ୍ଷା ପାଇଁ ରାଜ୍ୟ ସରକାର କିପରି ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇପାରିବେ? ସନ୍ଦେଶଖାଲି … Continue reading ସିବିଆଇ ତଦନ୍ତ ବନ୍ଦ କରିବାକୁ ମନା କଲେ ସୁପ୍ରିମକୋର୍ଟ