www.samajalive.in
Monday, December 8, 2025
20.1 C
Bhubaneswar

ମନୀଷ ସିସୋଦିଆଙ୍କ ପୁନର୍ବିଚାର ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ବଡ଼ ଝଟ୍‌କା ଲାଗିଛି। ତାଙ୍କ ପୁନର୍ବିଚାର ଆବେଦନ ଖାରଜ କରି ସୁପ୍ରିମକୋର୍ଟ ପୁନର୍ବାର ଜାମିନ ଦେବାକୁ ମନା କରିଦେଇଛନ୍ତି। ଜାମିନ ନଦେବା ନିଷ୍ପତ୍ତି ଉପରେ ପୁନର୍ବିଚାର କରିବାକୁ ସୁପ୍ରିମକୋର୍ଟ ମନା କରି ଦେଇଛନ୍ତି। କୋର୍ଟ କହିଛନ୍ତି, ପୁନର୍ବିଚାର ଆବେଦନ ଭିତ୍ତିହୀନ। ଜଷ୍ଟିସ ସଞ୍ଜୀବ ଖଣ୍ଡ ଓ ଜଷ୍ଟିସ ଏସଭିଏନ ଭଟ୍ଟୀ ଜାମିନ ଆବେଦନ ଖାରଜ କରିବା ନେଇ ଅକ୍ଟୋବର ୩୦ର ନିଷ୍ପତ୍ତିକୁ ଅପରିବର୍ତ୍ତିତ ରଖିଛନ୍ତି।

ସୂଚନାଯୋଗ୍ୟ, ସୁପ୍ରିମକୋର୍ଟ ଦେଇଥିବା ନିଷ୍ପତ୍ତିର ପୁନର୍ବିଚାର କରିବାକୁ ଅନୁରୋଧ କରି ମନୀଷ ସିସୋଦିଆଙ୍କ ପକ୍ଷରୁ ଏକ ଆବେଦନ କରାଯାଇଥିଲା।

Hot this week

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

Related Articles

Popular Categories