କେଜ୍ରିଓ୍ଵାଲଙ୍କ ମଧ୍ୟବର୍ତ୍ତିକାଳୀନ ଜାମିନ ଆବେଦନ – ନିର୍ବାଚନ ପାଇଁ ଶୁଣାଣି କରିବେ ସୁପ୍ରିମକୋର୍ଟ

ଡେସ୍କ: ଦିଲ୍ଲୀରେ ଲୋକସଭା ନିର୍ବାଚନ ସମୟରେ ଅବକାରୀ ନୀତି ସମ୍ବନ୍ଧୀୟ ମନି ଲଣ୍ଡରିଂ ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ମଧ୍ୟବର୍ତ୍ତିକାଳୀନ ଜାମିନ ଆବେଦନ ଉପରେ ଶୁଣାଣି କରାଯିବ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଜଷ୍ଟିସ ସଞ୍ଜୀବ ଖାନ୍ନା ଏବଂ ଜଷ୍ଟିସ ଦୀପଙ୍କର ଦତ୍ତଙ୍କୁ ନେଇ ଗଠିତ ଖଣ୍ଡପୀଠ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ – ଇଡି ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ଅତିରିକ୍ତ ସଲିସିଟର ଜେନେରାଲ ଏସଭି ରାଜୁଙ୍କୁ କହିଛନ୍ତି ଯେ ଗିରଫଦାରୀ ବିରୋଧରେ କେଜ୍ରିୱାଲଙ୍କ ଆବେଦନର ଶୁଣାଣି ପାଇଁ ସମୟ ଲାଗିବାର … Continue reading କେଜ୍ରିଓ୍ଵାଲଙ୍କ ମଧ୍ୟବର୍ତ୍ତିକାଳୀନ ଜାମିନ ଆବେଦନ – ନିର୍ବାଚନ ପାଇଁ ଶୁଣାଣି କରିବେ ସୁପ୍ରିମକୋର୍ଟ