ନିର୍ବାଚନ କମିଶନର ନିଯୁକ୍ତି ପ୍ୟାନେଲରୁ ପ୍ରଧାନ ବିଚାରପତିଙ୍କୁ ବାଦ୍ ଦେବା ଆବେଦନର ଶୁଣାଣି କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ପ୍ରଧାନ ବିଚାରପତିଙ୍କୁ ନିର୍ବାଚନ କମିଶନର ଚୟନ କମିଟିରୁ ବାଦ୍ ଦେଇଥିବା ଆଇନ – ୨୦୨୩କୁ ଚ୍ୟାଲେଞ୍ଜ କରୁଥିବା ଆବେଦନର ଶୁଣାଣି ପାଇଁ ସୁପ୍ରିମକୋର୍ଟ ରାଜି ହୋଇଛନ୍ତି। ବିଚାରପତି ସଞ୍ଜୀବ ଖାନ୍ନା, ବିଚାରପତି ଏମ୍ ଏମ୍ ସୁନ୍ଦ୍ରେଶ ଓ ବିଚାରପତି ବେଲା ଏମ୍ ତ୍ରିବେଦୀଙ୍କୁ ନେଇ ଗଠିତ ଖଣ୍ଡପୀଠ ଏନଜିଓ ଆସୋସିଏସନ୍ ଫର୍ ଡେମୋକ୍ରାଟିକ୍ ରିଫର୍ମସ୍ ପକ୍ଷରୁ ଆଇନଜୀବୀ ପ୍ରଶାନ୍ତ ଭୂଷଣ ତୁରନ୍ତ ଶୁଣାଣି ପାଇଁ ଅନୁରୋଧ କରିବା ପରେ ଶୁକ୍ରବାର ଏହି ମାମଲାର ଶୁଣାଣି ହେବ … Continue reading ନିର୍ବାଚନ କମିଶନର ନିଯୁକ୍ତି ପ୍ୟାନେଲରୁ ପ୍ରଧାନ ବିଚାରପତିଙ୍କୁ ବାଦ୍ ଦେବା ଆବେଦନର ଶୁଣାଣି କରିବେ ସୁପ୍ରିମକୋର୍ଟ