ପ୍ରସ୍ତାବନାରୁ ‘ଧର୍ମନିରପେକ୍ଷ’ ଓ ‘ସମାଜବାଦୀ’ ଶବ୍ଦକୁ ହଟାଇବା ପାଇଁ ସୁବ୍ରମଣ୍ୟମ ସ୍ୱାମୀଙ୍କ ଆବେଦନ ଉପରେ ଶୁଣାଣି କରିବେ ସୁପ୍ରିମକୋର୍ଟ

ଡେସ୍କ: ଭାରତୀୟ ସମ୍ବିଧାନର ପ୍ରସ୍ତାବନାରୁ ‘ଧର୍ମନିରପେକ୍ଷ’ ଓ ‘ସମାଜବାଦୀ’ ଶବ୍ଦକୁ ହଟାଇବା ପାଇଁ ବିଜେପି ନେତା ସୁବ୍ରମଣ୍ୟମ ସ୍ୱାମୀ ଦାଖଲ କରିଥିବା ଆବେଦନକୁ ସୁପ୍ରିମକୋର୍ଟ ସ୍ଥଗିତ ରଖିଛନ୍ତି। ଜଷ୍ଟିସ ସଞ୍ଜୀବ ଖାନ୍ନା ଓ ଜଷ୍ଟିସ ଦୀପଙ୍କର ଦତ୍ତଙ୍କୁ ନେଇ ଗଠିତ ଖଣ୍ଡପୀଠ ଏପ୍ରିଲ ୨୯ରୁ ଆରମ୍ଭ ହେବାକୁ ଥିବା ସପ୍ତାହରେ ଏହି ମାମଲାର ଶୁଣାଣି ପାଇଁ ସମୟ ସ୍ଥିର କରିଛନ୍ତି। ଦିଅରକୁ ହତ୍ୟା କଲା ଭାଉଜ, ବଡଭାଇ ବି ସାମିଲ୍‌‌.. ଶ୍ରୀ ସ୍ୱାମୀ ତାଙ୍କ ପିଟିସନରେ କହିଥିଲେ … Continue reading ପ୍ରସ୍ତାବନାରୁ ‘ଧର୍ମନିରପେକ୍ଷ’ ଓ ‘ସମାଜବାଦୀ’ ଶବ୍ଦକୁ ହଟାଇବା ପାଇଁ ସୁବ୍ରମଣ୍ୟମ ସ୍ୱାମୀଙ୍କ ଆବେଦନ ଉପରେ ଶୁଣାଣି କରିବେ ସୁପ୍ରିମକୋର୍ଟ