www.samajalive.in
Saturday, December 6, 2025
26.1 C
Bhubaneswar

କଟକ ବଡ ମେଡିକାଲରେ ଅଗ୍ନିକାଣ୍ଡ

କଟକ : କଟକ ବଡ ମେଡିକାଲରେ ଅଗ୍ନିକାଣ୍ଡ ଘଟିଛି। ମେଡିକାଲର ପାଥୋଲୋଜି ବିଭାଗର ୨ଟି ରୁମରେ ନିଆଁ ଲାଗିଥିବା ଜଣାପଡିଛି। ତେବେ ସର୍ଟ ସର୍କିଟ ଯୋଗୁଁ ଏହି ଅଗ୍ନିକାଣ୍ଡ ଥିବା ସନ୍ଦେହ କରାଯାଉଛି। ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ଅଗ୍ନିକାଣ୍ଡ​‌ରେ ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ ପୋଡି ନଷ୍ଟ ହୋଇଯାଇଥିବା ଜଣାପଡିଛି।

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories