www.samajalive.in
Sunday, December 14, 2025
26.1 C
Bhubaneswar

ଡା. ପ୍ରସେନ୍‌ଜିତ ମହାନ୍ତି ଏସ୍‌ସିବି ଅଧ୍ୟକ୍ଷ

କଟକ: ଚର୍ମ ରୋଗ ବିଭାଗର ପ୍ରଫେସର ଡା. ପ୍ରସେନ୍‌ଜିତ ମହାନ୍ତି ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜର ନୂତନ ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଛନ୍ତି। ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏ ସଂକ୍ରାନ୍ତରେ ବିଜ୍ଞପ୍ତି ପ୍ରକାଶ ପାଇଛି। ଅଧ୍ୟକ୍ଷ ଥିବା ପ୍ରଫେସର ଡା. ଦତ୍ତେଶ୍ବର ହୋତା ଅବସର ଗ୍ରହଣ କରିବା ପରେ ଡା. ମହାନ୍ତିଙ୍କୁ ଏହି ପଦରେ ଅଧିଷ୍ଠିତ କରାଯାଇଛି। ଡା. ହୋତାଙ୍କୁ ଓଏସ୍‌ଡି ଭାବେ ନିଯୁକ୍ତି ଦିଆଯାଇଛି। ସୂଚନାଯୋଗ୍ୟ ଯେ ଡା. ମହାନ୍ତି ବଡ଼ଡାକ୍ତରଖାନା ଚର୍ମ ବିଭାଗ (ସ୍କିନ ଆଣ୍ଡ ଭି.ଡି)ର ମୁଖ୍ୟ ଭାବେ କାର୍ଯ୍ୟରତ।

Hot this week

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

Related Articles

Popular Categories