www.samajalive.in
Monday, December 8, 2025
27.1 C
Bhubaneswar

ଏସ୍‌ସିବିରେ ରୂପାନ୍ତରଣ କାର୍ଯ୍ୟର ସମୀକ୍ଷା କଲେ ୫ଟି ସଚିବ

କଟକ: ଶ୍ରୀରାମଚନ୍ଦ୍ର ମେଡିକାଲ କଲେଜର ୫ଟି ଉପକ୍ରମରେ ରୂପାନ୍ତରଣ କରି ଏମ୍ସ ପ୍ଲସ୍ ସୁବିଧା ରୋଗୀଙ୍କୁ ଯୋଗାଇ ଦେବାପାଇଁ ରାଜ୍ୟ ସରକାର କାମ କରୁଛନ୍ତି। ୧୭୫ ଏକର ଜମିରେ କାର୍ଯ୍ୟ ଚାଲିଛି। ଏହି ରୂପାନ୍ତରଣ କାର୍ଯ୍ୟର ଅଗ୍ରଗତି ସଂପର୍କରେ ସମୀକ୍ଷା କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶକ୍ରମେ ୫ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ କଟକ ବଡ ଡାକ୍ତରଖାନା ଗସ୍ତ କରିଥିଲେ। ନିର୍ମାଣ କାର୍ଯ୍ୟର ଗୁଣାତ୍ମକ ମାନସହିତ ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ ପ୍ରକଳ୍ପ କାମ କେମିତି ଶେଷ କରାଯିବ ସେନେଇ ଆଲୋଚନା କରିଥିବା ଜଣାପଡ଼ିଛି।

Hot this week

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

ଓଡ଼ିଶାରେ ଡାକ୍ତର ମରୁଡି ବଢାଇଲା ଚିନ୍ତା

ଭୁବନେଶ୍ୱର: ଓଡ଼ିଶାରେ ଡାକ୍ତର ମରୁଡି ପଡିଛି । ଠିକାରେ ଚାଲିଛି ଡାକ୍ତରୀ...

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

Related Articles

Popular Categories