www.samajalive.in
Wednesday, December 10, 2025
14.1 C
Bhubaneswar

ଉଦଘାଟିତ ହେଲା ଏସ୍‍ସି ଓ ଏସ୍‍ଟି କଲ୍ୟାଣ କମିଟି ଅଧ୍ୟକ୍ଷଙ୍କ ଜାତୀୟ ସମ୍ମିଳନୀ

ଭୁବନେଶ୍ୱର: ଭୁବନେଶ୍ୱରରେ ଆରମ୍ଭ ହେଲା ଦସ୍ୱବ ଦିନିଆ ଅନୁସୂଚିତ ଜାତି ଓ ଜନଜାତି ସମ୍ମିଳନୀ । ଅନୁସୂଚିତ ଜାତି ଓ ଜନଜାତି ସଂସଦୀୟ କମିଟିର ଜାତୀୟ ସମ୍ମିଳନୀକୁ ଲୋକସଭାର ବାଚସ୍ପତି ଓମ୍‍ ବିର୍ଲା ଉଦଘାଟନ କରିଛନ୍ତି । ୧୯୯୪ ପରେ ପ୍ରଥମ ଥର ପାଇଁ ଏହା ଓଡ଼ିଶାରେ ଆୟୋଜନ କରାଯାଇଛି । ସବୁ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ବିଧାନସଭା କମିଟିର ଅଧ୍ୟକ୍ଷ, ୫ଜଣ ସଦସ୍ୟ ଏବଂ ୪ଜଣ ବିଧାୟକ ଯୋଗ ଦେଇଛନ୍ତି ।

ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ସଂସଦୀୟ କମିଟିର ୩୦ଜଣ ସଦସ୍ୟ ଉପସ୍ଥିତ ଅଛନ୍ତି । ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଦୁଇ କେନ୍ଦ୍ରମନ୍ତ୍ରୀ ଉପସ୍ଥିତ ରହିଛନ୍ତି । ଏଥିରେ ସାରା ଦେଶରୁ ୨୪୦ରୁ ଅଧିକ ଜଣ ପ୍ରତିନିଧି ଯୋଗ ଦେଇଛନ୍ତି । ସମ୍ମିଳନୀର ବିଷୟବସ୍ତୁ ହେଉଛି ଆଦିବାସୀ ବିକାଶରେ ସଂସଦୀୟ କମିଟିର ଭୂମିକା । ସାମ୍ବିଧାନିକ ସୁରକ୍ଷା ଓ ଆଦିବାସୀ ବିକାଶ ନେଇ ବିଭିନ୍ନ ରାଜ୍ୟ ନେଇଥିବା ପଦକ୍ଷେପକୁ ଏହି ସମ୍ମିଳନୀରେ ଉପସ୍ଥାପନ କରାଯାଇ ଆଲୋଚନା ହେଉଛି ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories