୧୦ ଟି ଉଚ୍ଚ ବିଦ୍ୟାଳୟକୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟକୁ ଉନ୍ନୀତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗର କାର୍ଯ୍ୟକ୍ରମର ସମୀକ୍ଷା କରି ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ପିଲାମାନଙ୍କ ସର୍ବାଙ୍ଗୀନ ଉନ୍ନତି ପାଇଁ କେତେକ ଗୁରୁତ୍ବପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି । ବିଭାଗ ଦ୍ବାରା ପରିଚାଳିତ ହେଉଥିବା ହଷ୍ଟେଲ ଗୁଡ଼ିକରେ ପିଲା ମାନଙ୍କ ଖାଦ୍ୟର ମାନ ବୃଦ୍ଧି ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଥିଲେ। ଏହାସହିତ ସ୍ଵାସ୍ଥ୍ୟ, ସୁରକ୍ଷା ଓ ସ୍ବଚ୍ଛତା ଉପରେ ସର୍ବାଧିକ ଗୁରୁତ୍ଵ … Continue reading ୧୦ ଟି ଉଚ୍ଚ ବିଦ୍ୟାଳୟକୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟକୁ ଉନ୍ନୀତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ