www.samajalive.in
Monday, December 15, 2025
16.1 C
Bhubaneswar

ବଢିଲା ସ୍କିମାଟିକ୍ କନିଷ୍ଠ ଶିକ୍ଷକଙ୍କ ପାରିଶ୍ରମିକ, ଏଣିକି ମିଳିବ ମାସିକ ୧୬ ହଜାର

ଭୁବନେଶ୍ବର : ସ୍କିମାଟିକ୍ କନିଷ୍ଠ ଶିକ୍ଷକଙ୍କ ପାରିଶ୍ରମିକ ବଢିଲା । ପାରିଶ୍ରମିକ ବୃଦ୍ଧି ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଘୋଷଣା କରିଛନ୍ତି । ମାସିକ ପାରିଶ୍ରମିକ ୧୬ ହଜାର ଟଙ୍କାକୁ ବୃଦ୍ଧି ପାଇଲା । ଏହା ଫଳରେ ୧୩ ହଜାର ୭୪୦ ଶିକ୍ଷକ ଉପକୃତ ହେବେ ବୋଲି ସୂଚନା ରହିଛି । ପୂର୍ବରୁ ୧୧,୧୦୦ ଟଙ୍କା ପାରିଶ୍ରମିକ ମିଳୁଥିବାବେଳେ ଏବେ ଏହା ୧୬ ହଜାର ଟଙ୍କାକୁ ବୃଦ୍ଧି ପାଇଛି । ଏହାସହିତ ଏହି ବର୍ଗର ଶିକ୍ଷକ ମାନଙ୍କ ଇପିଏଫ ପରିମାଣ ମଧ୍ୟ ୧୪୪୩ ଟଙ୍କାରୁ ୧୯୫୦ ଟଙ୍କାକୁ ବୃଦ୍ଧି ପାଇଛି । ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ଅତିରିକ୍ତ ୮୯.୧୫ କୋଟି ଟଙ୍କା ବହନ କରିବେ ।

Hot this week

ନାବାଳିକା ଝିଅକୁ ମା’ର ବଳି ଉଦ୍ୟମ !

ଜୟପୁର: କୋରାପୁଟ ଜିଲା ଜୟପୁର ଜଳସେଚନ କଲୋନୀ ତଳି ଅଞ୍ଚଳରେ ନାବାଳିକା...

ଆଜି ବି ୬,୭୦୪ ଗାଁକୁ ରାସ୍ତା ନାହିଁ

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୭ବର୍ଷ ପରେ ବି ରାଜ୍ୟର ୬,୭୦୪ଟି ଗାଁକୁ...

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

Related Articles

Popular Categories