www.samajalive.in
Tuesday, December 9, 2025
23.1 C
Bhubaneswar

ସୋମବାର ସମସ୍ତ ସ୍କୁଲ ବନ୍ଦ ଘୋଷଣା

କଟକ: ସୋମବାର ରାଜ୍ୟର ସମସ୍ତ ସ୍କୁଲ ବନ୍ଦ ରହିବ । ଏନେଇ ଗଣଶିକ୍ଷା ସଚିବ ପ୍ରଦୀପ୍ତ ମହାପାତ୍ର ଘୋଷଣା କରିଛନ୍ତି । ଆସନ୍ତା ୧୦ ତାରିଖ ସୋମବାର ତୈଳଦର ବୃଦ୍ଧିକୁ ନେଇ କଂଗ୍ରେସ ଭାରତ ବନ୍ଦ ଡାକରା ଦେଇଛି । ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସମସ୍ତ ସ୍କୁଲ ବନ୍ଦ ରହିବା ନେଇ ସରକାରଙ୍କ ପକ୍ଷରୁ ବନ୍ଦ ଘୋଷଣା କରାଯାଇଛି ।

Hot this week

ବଢିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା: ଆଜି ଗୁରୁତ୍ୱପୂର୍ଣ୍ଣ ବିଲ୍‌ ଉପସ୍ଥାପନ

ଭୁବନେଶ୍ୱର: ବଢିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା । ପୂର୍ବତନ ବିଧାୟକଙ୍କ...

ଜନଗଣନା ପାଇଁ ଜାନୁଆରୀ ୧୫ ସୁଦ୍ଧା ହେବେ କାର୍ଯ୍ୟକର୍ତ୍ତା ନିଯୁକ୍ତି

ସମାଜ ଲାଇଭ ଡ଼େସ୍କ : ୨୦୨୭ ଜନଗଣନା ପାଇଁ ଆଗାମୀ ଜାନୁଆରୀ...

ସ୍ମୃତି-ପଲାଶଙ୍କ କାହିଁକି ଭାଙ୍ଗିଲା ସମ୍ପର୍କ; ସାଥୀଙ୍କ ଏହି ଭୁଲକୁ ଝିଅମାନେ କେବେ କ୍ଷମା କରନ୍ତି ନାହିଁ

ସମାଜ ଡିଜିଟାଲ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପ-ଅଧିନାୟିକା ସ୍ମୃତି...

ନର୍ମାଲ ଡେଲିଭରୀ ପାଇଁ ସରକାରୀ ହସ୍ପିଟାଲ ବାଛନ୍ତୁ-ମନ୍ତ୍ରୀ

ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ଗତ...

ଫାଟିଲା ଗ୍ୟାସ ସିଲିଣ୍ଡର : ଅଳ୍ପକେ ବର୍ତ୍ତିଗଲେ ପରିବାର

ସମାଜ ଲାଇଭ ଡ଼େସ୍କ : ଦେବଗଡ଼ରେ ଫାଟିଲା ଗ୍ୟାସ ସିଲିଣ୍ଡର ।...

Related Articles

Popular Categories