www.samajalive.in
Saturday, December 6, 2025
14.1 C
Bhubaneswar

ବିଦ୍ୟାଳୟରେ ହେବ ଅହିଂସା ମନ୍ତ୍ର ପ୍ରତିଯୋଗିତା

ଭୁବନେଶ୍ୱର: ଗାନ୍ଧୀଜୀଙ୍କ ୧୫୦ ତମ ଜନ୍ମ ବାର୍ଷିକୀ ପାଳନ ଅବସରରେ ସମସ୍ତ ବିଦ୍ୟାଳୟରେ ଗାନ୍ଧୀଜୀଙ୍କ ଅହିଂସା ମନ୍ତ୍ର ଉପରେ ବକ୍ତୃତା ପ୍ରଶ୍ନୋତ୍ତର ପ୍ରତିଯୋଗିତାର ଅୟୋଜନ କରିବାକୁ ରାଜ୍ୟ ସରକାର ନିର୍ଦେଶ ଦେଇଛନ୍ତି ଏହା ଦ୍ବାରା ୬୨ ଲକ୍ଷ ଛାତ୍ରଛାତ୍ରୀଙ୍କୁ ଅହିଂସା ଉପରେ ସଚେତନତା କରାଯିବାର ଲକ୍ଷ୍ୟ ରଖାଯାଇଛି। ଏହି କାର୍ଯ୍ୟକ୍ରମ ସେପ୍ଟେମ୍ୱର ୧୬ରୁ ୧୮ ପର୍ଯ୍ୟନ୍ତ  ସମସ୍ତ ବିଦ୍ୟାଳୟରେ ଚାଲିବ ଏଥିରେ ଉତ୍ତୀର୍ଣ୍ଣ ଛାତ୍ରଛାତ୍ରୀମାନେ ୨୩ରୁ ୨୪ ତାରିଖ ଯାଏଁ ବ୍ଲକସ୍ତରରେ ହେବାକୁ ଥିବା ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିବେ ପରେ ୨୭ରୁ ୨୮ତାରିଖରେ ଜିଲାସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ ହେବ ଏଥିରେ ବିଜୟୀ ଛାତ୍ରଛାତ୍ରୀଙ୍କୁ ଅକ୍ଟୋବର ୨ରେ ପୁରସ୍କୃତ କରାଯିବ ବୋଲି ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ସୂଚନା ଦେଇଛନ୍ତି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories