www.samajalive.in
Friday, December 12, 2025
19.1 C
Bhubaneswar

ମଧ୍ୟାହ୍ନ ଭୋଜନ ପାଇଁ ବିଦ୍ୟାଳୟରେ ତାଲା

ବାଲେଶ୍ୱର : ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ଅନ୍ତର୍ଗତ କୁଣ୍ଡି ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଦିଆଯାଉ ନଥିବାରୁ ଗୁରୁବାର ଛାତ୍ର ଓ ଅଭିଭାବକମାନେ ଗେଟରେ ତାଲା ପକାଇଛନ୍ତି ।

ସୂଚନା ଅନୁଯାୟୀ,  ବିଦ୍ୟାଳୟରେ ଦୀର୍ଘ ଦିନ ହେବ ମଧ୍ୟାହ୍ନ ଭୋଜନ ରୋଷେଇ ହୋଇନାହିଁ । ଏନେଇ ଅଭିଭାବକମାନେ ଅଭିଯୋଗ କରିଥିଲେ ମଧ୍ୟ କିଛି କାର୍ଯ୍ୟନୁଷ୍ଠାନ ହେଉ ନଥିବାରୁ ଅଭିଭାବକ ଓ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଗୁରବାର ଗେଟରେ ତାଲା ପକାଇ ଧାରଣାରେ ବସିଛନ୍ତି । ଅନ୍ୟପଟେ ବିଦ୍ୟାଳୟରେ ରୋଷେଇ କରିବା ପାଇଁ କେହି ରୋଷେଇଆ ମିଳୁନଥିବାରୁ ରୋଷେଇ ହୋଇପାରୁନାହିଁ ବୋଲି ବିଦ୍ୟାଳୟ କର୍ତ୍ତୃପକ୍ଷ ଜଣାଇଛନ୍ତି ।

Hot this week

ଗାଈ କଟାକୁ ନେଇ ଉତ୍ତେଜନା- ମାମଲା ରୁଜୁ

ଗୋପାଳପୁର - ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟସ୍ଥ ସୋରାବାଡି ଜଙ୍ଗଲରେ...

୫୦ ବର୍ଷ ପରେ ବଡ ପରଦାକୁ ଆସିଲା ‘ସୋଲେ’

ଭୁବନେଶ୍ୱର:୫୦ ବର୍ଷ ପରେ ବଡ ପରଦାକୁ ଆସିଲା 'ସୋଲେ' ।ସିଲଭର ସ୍କ୍ରିନରେ...

ଦାମୀ କାର୍‌ରେ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ଚୋରା ଚାଲାଣ- ଧରି ପକାଇଲେ ଗାଁ ଲୋକ

ଗୁରୁଡ଼ିଝାଟିଆ - ମଧ୍ୟାହ୍ନ ଭୋଜନ ଚାଉଳ ଚୋରା ଚାଲାଣ ବେଳେ ଧରିଲେ...

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

Related Articles

Popular Categories