www.samajalive.in
Wednesday, December 10, 2025
18.1 C
Bhubaneswar

କୋରାପୁଟ ଜିଲାରେ ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର ବନ୍ଦ ରହିବ

କୋରାପୁଟ : ଶୁକ୍ରବାର କୋରାପୁଟ ଜିଲାରେ ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର ବନ୍ଦ ରହିବ । ବର୍ଷା ପାଇଁ ରେଡ୍ ଓ୍ବାର୍ଣ୍ଣିଂ ଥିବାରୁ ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର ଛୁଟି ଘୋଷଣା କଲେ ଜିଲାପାଳ । ଏହା ସହ ଅଗ୍ନିଶମ ଓ ଓଡ୍ରାଫ୍ ଟିମକୁ ସଜାଗ ରହିବା ପାଇଁ ନିର୍ଦ୍ଦେଶ ଦେଲେ ଜିଲାପାଳ । ବର୍ଷା ବେଳେ ଘରୁ ନବାହାରିବାକୁ ପରାମର୍ଶ ଦେବା ସହିତ ପକ୍କା ଘର କିମ୍ବା ଆଶ୍ରୟସ୍ଥଳରେ ରହିବାକୁ କହିଲେ ଜିଲାପାଳ ।

Hot this week

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

Related Articles

Popular Categories