www.samajalive.in
Saturday, December 6, 2025
16.1 C
Bhubaneswar

୪୬୦ ସ୍କୁଲ ବସ୍‌ର ନାହିଁ ଫିଟ୍‌ନେସ୍‌: ପରିବହନ ମନ୍ତ୍ରୀ

ଭୁବନେଶ୍ଵର: ରାଜଧାନୀ ଭୁବନେଶ୍ଵରରେ ବିପଦ ସଂକୁଳ ଅବସ୍ଥାରେ ଗଡୁଛି ସ୍କୁଲ ବସ୍। ସ୍କୁଲ ବସ୍‌ ଗୁଡିକ ବିନା ଫିଟନେସ୍ ଛାତ୍ରଛାତ୍ରୀ ମାନଙ୍କୁ ନେବା ଆଣିବା କରୁଛି। ସର୍ବମୋଟ୍ ଭୁବନେଶ୍ଵରରେ ୧୪୮୪ଟି ସ୍କୁଲ ବସ୍ ପଞ୍ଜୀକୃତ ହୋଇଛି। ସେଥିମଧ୍ୟରୁ  ୪୬୦ଟି ସ୍କୁଲ ବସ୍ ର ଫିଟନେସ୍ ନାହିଁ। ଏ ନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

Related Articles

Popular Categories