www.samajalive.in
Thursday, November 13, 2025
25.1 C
Bhubaneswar

ସୋମବାର ଦୀପାବଳି ପାଇଁ ସ୍କୁଲ, କଲେଜ ଛୁଟି

ଭୁବନେଶ୍ଵର : ଆସନ୍ତା ସୋମବାର ଦୀପାବଳି ପାଇଁ ସ୍କୁଲ ଛୁଟି। ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି ହୋଇଛି। ସେପଟେ ସୋମବାର କଲେଜ ଓ ବିଶ୍ଵ ବିଦ୍ୟାଳୟ ମଧ୍ୟ ଛୁଟି ଘୋଷଣା ହୋଇଛି । ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏହି ସୂଚନା ମିଳିଛି। ଦୀପାବଳି ପାଇଁ ଅତିରିକ୍ତ ଛୁଟି ଭାବେ ଘୋଷଣା କରାଯାଇଛି।

Hot this week

ସମ୍ପାଦକୀୟ : ଓଡ଼ିଶାରେ ମାଣ୍ଡିଆ ଗ୍ରାମ

ପାହାଡ଼ ଗାଁରେ ମାଣ୍ଡିଆ ଚାଷ, ସୂରୁଯ ଉଇଁଲେ ଆସଇ ହସ। ଏ...

ସମ୍ପାଦକୀୟ : ପାକିସ୍ତାନୀ ମିଛ , ପୁରୁଣା ଅଭ୍ୟାସର ପୁନରାବୃତ୍ତି

ନିକଟରେ ଦିଲ୍ଲୀର ଲାଲକିଲା ପାଖରେ ହୋଇଥିବା ବିସ୍ଫୋରଣର ଠିକ୍ ପରେ ପରେ...

ସମ୍ପାଦକୀୟ : ଆତଙ୍କବାଦୀ ଓ ତାଙ୍କ ସମର୍ଥକଙ୍କୁ କଠୋର ଦଣ୍ଡ ଦିଆଯାଉ

ଆତଙ୍କବାଦୀ ଏବଂ ଆତଙ୍କବାଦକୁ ପ୍ରୋତ୍ସାହିତ କରୁଥିବା ଲୋକଙ୍କ ବିରୋଧରେ ଆମର ସୁରକ୍ଷା...

ହାଇକୋର୍ଟର ଆସିଷ୍ଟାଣ୍ଟ ସେକ୍ସନ୍‌ ଅଫିସର ମୁଖ୍ୟ ପରୀକ୍ଷା ବାତିଲ

ଏଏସ୍‌ଓ ମୁଖ୍ୟ ପରୀକ୍ଷା ବାତିଲ କଟକ, ୧୨ା୧୧ (ନି.ପ୍ର): ହାଇକୋର୍ଟର ଆସିଷ୍ଟାଣ୍ଟ ସେକ୍ସନ୍‌...

Related Articles

Popular Categories