www.samajalive.in
Sunday, December 14, 2025
26.1 C
Bhubaneswar

ଲଗାଣ ବର୍ଷା; ପୁରୀ, ଗଞ୍ଜାମ, ଗଜପତି ଜିଲାରେ ବୁଧବାର ସ୍କୁଲ ବନ୍ଦ ରଖିବାକୁ ନିର୍ଦ୍ଦେଶ

ପୁରୀ / ଗଞ୍ଜାମ/ ଗଜପତି : ଘୁର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟ ଲଘୁଚାପ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ମଙ୍ଗଳବାର ଠାରୁ ବର୍ଷା ଲାଗି ରହିଛି । ପୁରୀ, ଗଞ୍ଜାମ ଓ ଗଜପତି ଜିଲାରେ ଲଗାଣ ବର୍ଷା ଯୋଗୁ  ଅନେକ ବିଦ୍ୟାଳୟ ଜଳଘେରରେ ରହିଛି। ଏହାକୁ ଦୃଷ୍ଟିରେ ରଖି  ୩ଟି ଯାକ ଜିଲାରେ ବୁଧବାର ସମସ୍ତ ବିଦ୍ୟାଳୟକୁ ବନ୍ଦ ରଖିବାକୁ ଜିଲାପାଳମାନେ ନିର୍ଦ୍ଦେଶ ଦେଇଛନ୍ତି ।

ପୁରୀ ଶରଧାବାଲି ଠାରେ କୃତ୍ରିମ ବନ୍ୟା ସୃଷ୍ଚି ହୋଇଥିବା ଫଳରେ ପୁରୀକୁ ଆସୁଥିବା ତୀର୍ଥଯାତ୍ରୀ ମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଲଗଣା ବର୍ଷାରେ ସାହି ବସ୍ତିରେ ବର୍ଷା ପାଣି ପଶିବା ସହ ୫ହଜାରରୁ ଅଧିକ ଲୋକେ ପ୍ରବାହିତ ହୋଇଛନ୍ତି ।

Hot this week

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

Related Articles

Popular Categories