www.samajalive.in
Saturday, December 6, 2025
19.1 C
Bhubaneswar

ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ; ୩ ଦିନ ସ୍କୁଲ ଛୁଟି

ଭୁବନେଶ୍ୱର : ପ୍ରବଳ ଖରାକୁ ଦୃଷ୍ଟିରେ ରଖି ୩ ଦିନ ଯାଏଁ ସ୍କୁଲ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର। ଆସନ୍ତା କାଲି ଅର୍ଥାତ ୧୮ ତାରିଖରୁ ୨୦ ତାରିଖ ଯାଏଁ ଛୁଟି ଘୋଷଣା କରାଯାଇଛି। ୩ ଦିନ ଯାଏଁ ରାଜ୍ୟର ସମସ୍ତ ସରକାରୀ, ବେସରକାରୀ ଓ ଅନୁଦାନପ୍ରାପ୍ତ ସ୍କୁଲ ସ୍କୁଲ ବନ୍ଦ ରହିବ।

- Advertisement -

ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ତାପମାତ୍ରା ବୃଦ୍ଧିକୁ ଦୃଷ୍ଟିରେ ରଖି ସ୍କୁଲ ଛୁଟି ଘୋଷଣା କରାଯାଇଛି।

ପ୍ରଭୁ ରାମଲାଲାଙ୍କର ସୂର୍ଯ୍ୟତିଳକ : ହେଉଛି ୯ଟି ଶୁଭ ଯୋଗ ସହ ଗ୍ରହଙ୍କ ଅଦ୍ଭୁତ ସଂଯୋଗ..

Hot this week

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

Related Articles

Popular Categories