ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ; ୩ ଦିନ ସ୍କୁଲ ଛୁଟି

ଭୁବନେଶ୍ୱର : ପ୍ରବଳ ଖରାକୁ ଦୃଷ୍ଟିରେ ରଖି ୩ ଦିନ ଯାଏଁ ସ୍କୁଲ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର। ଆସନ୍ତା କାଲି ଅର୍ଥାତ ୧୮ ତାରିଖରୁ ୨୦ ତାରିଖ ଯାଏଁ ଛୁଟି ଘୋଷଣା କରାଯାଇଛି। ୩ ଦିନ ଯାଏଁ ରାଜ୍ୟର ସମସ୍ତ ସରକାରୀ, ବେସରକାରୀ ଓ ଅନୁଦାନପ୍ରାପ୍ତ ସ୍କୁଲ ସ୍କୁଲ ବନ୍ଦ ରହିବ। ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ତାପମାତ୍ରା ବୃଦ୍ଧିକୁ ଦୃଷ୍ଟିରେ ରଖି ସ୍କୁଲ ଛୁଟି ଘୋଷଣା କରାଯାଇଛି। ପ୍ରଭୁ ରାମଲାଲାଙ୍କର ସୂର୍ଯ୍ୟତିଳକ : … Continue reading ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ; ୩ ଦିନ ସ୍କୁଲ ଛୁଟି