www.samajalive.in
Thursday, December 11, 2025
16.1 C
Bhubaneswar

ଗ୍ରୀଷ୍ମ ପ୍ରବାହ ; ଖୁବ୍‌ ଶୀଘ୍ର ସ୍କୁଲ ,କଲେଜ ପାଇଁ ନୂଆ ଗାଇଡ୍‌ଲାଇନ୍‌

ଭୁବନେଶ୍ୱର : ଆରମ୍ଭ ହେଲାଣି ଖରା ଦିନ । ବିଭିନ୍ନ ସ୍ଥାନରେ ଧିରେ ଧିରେ ବୃଦ୍ଧି ପାଇ ଚାଲିଛି ତାପମାତ୍ରା । ତେବେ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ସ୍କୁଲ ଓ କଲେଜ ପାଇଁ ଖୁବ୍‌ ଶୀଘ୍ର ନୂଆ ଗାଇଡ୍‌ଲାଇନ୍‌ ଆସିବ ବୋଲି ସୋମବାର ସୂଚନା ମିଳିଛି । ସ୍କୁଲ ଓ ଗଣଶିକ୍ଷା ବିଭାଗ, ଉଚ୍ଚ ଶିକ୍ଷା ବିଭାଗ ସହିତ ରାଜସ୍ୱ ବିଭାଗ ମଧ୍ୟ ଏନେଇ ଆଲୋଚନା କରିଛନ୍ତି । ମାର୍ଚ୍ଚ ଆରମ୍ଭରୁ ହିଁ ଅସହ୍ୟ ଗରମ ଓ ଖରା ଅନୁଭୂତ ହେଲାଣି । ସକାଳ ୮ଟାରୁ ହିଁ ଖରା ହେଉଛି । ଏହାକୁ ଦୃଷ୍ଟିରେ ରଖି ସ୍କୁଲ ଓ କଲେଜ ପାଇଁ ରାଜ୍ୟ ସରକାର ଖୁବ୍‌ ଶୀଘ୍ର ନୂଆ ଗାଇଡ୍‌ଲାଇନ୍‌ ଲାଗୁ କରିବେ। କେବେ ଠାରୁ ସକାଳୁଆ ସ୍କୁଲ-କଲେଜ ଖୋଲିବ ସେନଇ ନିଷ୍ପତ୍ତି ନିଆଯିବ । ଗ୍ରୀଷ୍ମ ପ୍ରବାହରୁ ରକ୍ଷା ପାଇଁ ସ୍କୁଲରେ ହେବ ସ୍ୱତନ୍ତ୍ର ବ୍ୟବସ୍ଥା ।

୧୦୦ ବର୍ଷ ପରେ ସୂର୍ଯ୍ୟ ଗ୍ରହଣ ଓ ଶନି ଚଳନ ସହ ଦୁର୍ଲ୍ଲଭ ସଂଯୋଗ: ଏହି ରାଶି ହେବେ ଭାଗ୍ୟଶାଳୀ, ହେବ ବଡ ପରିବର୍ତ୍ତନ..

ଛି ଛି ଛି.. ଭିଡିଓ ଦେଖି ଲୋକେ କହିଲେ,ନଳା ପାଣିରେ ପରିବା ଧୋଉଥିଲେ ଦୋକାନୀ

- Advertisement -

ଦେଖନ୍ତୁ ଭିଡିଓ ; ରିଲ୍ସ କରୁଥିଲେ ମହିଳା, ଓଢଣୀରେ ଲାଗିଲା ନିଆଁ, ଆଉ ତା’ପରେ..

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories