ଖରାଛୁଟିକୁ ନେଇ ବଡ ଘୋଷଣା: ପାଗ ଦେଖି ଖୋଲିବ ସ୍କୁଲ

ଭୁବନେଶ୍ବର : ପ୍ରବଳ ଗୁଳୁଗୁଳିକୁ ଦେଖି ସ୍କୁଲ ଖୋଲିବା ନିଷ୍ପତ୍ତି ବଦଳିଛି । ପ୍ରଥମରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କ ପାଇଁ ନିଷ୍ପତ୍ତି ବଦଳିଲା । ତଦନୁସାରେ ପାଗକୁ ଦେଖି ସମ୍ପୃକ୍ତ ଜିଲାର ଜିଲାପାଳମାନେ ନିଷ୍ପତ୍ତି ନେବେ ବୋଲି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ପାଣିପାଗ ବିଭାଗ ସୂଚନାକୁ ଭିତ୍ତି କରି ସ୍କୁଲ ଖୋଲିବା ନିଷ୍ପତ୍ତି ଗ୍ରହଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ … Continue reading ଖରାଛୁଟିକୁ ନେଇ ବଡ ଘୋଷଣା: ପାଗ ଦେଖି ଖୋଲିବ ସ୍କୁଲ