www.samajalive.in
Saturday, December 6, 2025
14.1 C
Bhubaneswar

ମଧ୍ୟାହ୍ନ ଭୋଜନରେ ଅଣ୍ଡା ତରକାରୀ ଖାଇ ୬୦ ଛାତ୍ରଛାତ୍ରୀ ଅସୁସ୍ଥ

ଭୁବନେଶ୍ୱର : ମଧ୍ୟାହ୍ନ ଭୋଜନ ଖାଇ ଅସୁସ୍ଥ ହେଲେ ୬୦ରୁ ଅଧିକ ଛାତ୍ରଛାତ୍ରୀ। ସେମାନଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏଭଳି ଏକ ଅଭାବନୀୟ ଘଟଣା ଝାରସୁଗୁଡାର ଜମେରା ୟୁଜିଏମଇ ସ୍କୁଲରେ ଘଟିଛି ବୋଲି ଶନିବାର ଖବର ମିଳିଛି । ପଚା ଅଣ୍ଡା ତରକାରୀ ଖାଇ ପିଲାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡିଛି ବୋଲି ଅଭିଭାବକ ଅଭିଯୋଗ କରିଛନ୍ତି । ଶନିବାର ସକାଳୁଆ ସ୍କୁଲ ଥିବାରୁ ପୂର୍ବାହ୍ନ ସମୟରେ ପ୍ରାୟ ୬୦ ଛାତ୍ରଛାତ୍ରୀ ମଧ୍ୟାହ୍ନ ଭୋଜନ ଖାଇବା ପରେ ପେଟରେ ଯନ୍ତ୍ରଣା ହେବା ସହ ବାନ୍ତି ହୋଇଥିଲା। ଏହାପରେ ପିଲାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।

ରାତିରେ ଖାଦ୍ୟ ଖାଇବାର କେତେ ସମୟ ପରେ ଚାଲିବେ? ମିଳିବ ଆଶ୍ଚର୍ଯ୍ୟଜନକ ଲାଭ..

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories