www.samajalive.in
Friday, December 12, 2025
16.1 C
Bhubaneswar

ଏଣିକି ଅଟୋରେ ଯିବେନି ସ୍କୁଲ ପିଲା: ଜାରି ହେବ ନିର୍ଦ୍ଦେଶନାମା

ଭୁବନେଶ୍ୱର: ଏଣିକି ଅଟୋରେ ସ୍କୁଲ ପିଲାଙ୍କୁ ନ ନେବା ପାଇଁ ନିର୍ଦ୍ଦେଶନାମା ଜାରି କରାଯିବ। ଏହି ନିୟମକୁ କଡ଼ାକଡ଼ି ଭାବେ ପାଳନ କରିବା ପାଇଁ ଅଟୋ ଚାଳକ, ଅଭିଭାବକ ଏବଂ ସ୍କୁଲ୍‍ କର୍ତ୍ତୃପକ୍ଷଙ୍କୁ ତାଗିଦ୍‍ କରାଯିବ। ଖୁବ୍‍ଶୀଘ୍ର ରାଜ୍ୟ ସରକାର ଏନେଇ ସ୍କୁଲ୍‍ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶନାମା ଦେବେ। ସରକାରଙ୍କ ନିର୍ଦ୍ଦେଶ ନ ମାନିଲେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା କହିଛନ୍ତି।

ବ୍ରହ୍ମପୁର ଦିଗପହଣ୍ଡିରେ ଅଟୋରୁ ଖସି ୫ ବର୍ଷର ଛାତ୍ରର ମୃତ୍ୟୁ ଘଟଣାକୁ ନେଇ ଆଜି(ଗୁରୁବାର) ମନ୍ତ୍ରୀ ଏହା କହିଛନ୍ତି। ଏହା ସହିତ ଘଟଣାର ତଦନ୍ତ କରାଯିବ ବୋଲି ମନ୍ତ୍ରୀ ବେହେରା ସୂଚନା ଦେଇଛନ୍ତି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories