www.samajalive.in
Saturday, December 6, 2025
26.1 C
Bhubaneswar

ସ୍କୁଲ ପିଲାଙ୍କ ହାତରୁ ରାଖି ବାନ୍ଧିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର: ରାଖି ବାନ୍ଧିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟ ଅତିଥି ଭବନରେ ଆୟୋଜିତ ରକ୍ଷାବନ୍ଧନ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ ମୁଖ୍ୟମନ୍ତ୍ରୀ। ସେଠାରେ ବିଭିନ୍ନ ସ୍କୁଲର ଛାତ୍ରୀ ଓଫେଇ କର୍ମଚାରୀମାନେ ମୁଖ୍ୟମନ୍ତ୍ରୀଙ୍କ ହାତରେ ରଖି ବାନ୍ଧିଥିଲେ। ଏହାସହିତ ବିଭିନ୍ନ ଅନୁଷ୍ଠାନର ମହିଳା ଓ ମହିଳା ସାମ୍ବାଦିକା ମାନେ ମଧ୍ୟ ସାମିଲ ହୋଇ ମୁଖ୍ୟମନ୍ତ୍ରୀଙ୍କ ହାତରେ ସ୍ନେହର ଡୋରୀ ରାଖି ବାନ୍ଧିଥିଲେ। ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସାମିଲ ହୋଇ ମୁଖ୍ୟମନ୍ତ୍ରୀଙ୍କୁ ରାଖି ବାନ୍ଧିବା ସହ ଏକାମ୍ର ବିଧାୟକ ବାବୁ ସିଂହ ଉପସ୍ଥିତ ରହିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଭଉଣୀ ରାସମଣୀ ମାଝୀ ମଧ୍ୟ ଭାଇଙ୍କୁ ଭେଟି ରାଖି ବାନ୍ଧିଥିଲେ।

Hot this week

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

Related Articles

Popular Categories