www.samajalive.in
Saturday, December 13, 2025
26.1 C
Bhubaneswar

ପ୍ରଥମରୁ ଅଷ୍ଟମ ଶ୍ରେଣୀ ଖୋଲିବା ପାଇଁ ତର୍ଜମା ପରେ ନିଆଯିବ ନିଷ୍ପତ୍ତି

ଭୁବନେଶ୍ବର: ରାଜ୍ୟରେ ସ୍କୁଲ ଖୋଲାଯିବା ନେଇ ଅଗଷ୍ଟ ଗାଇଡଲାଇନରେ ଉଲ୍ଲେଖ କରାଯାଇଛି। ଏସଆରସି ଗାଇଡଲାଇନରେ ସ୍କୁଲ ଖୋଲିବା ନିଷ୍ପତ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ନେବ ବୋଲି କହିଛନ୍ତି। ଦଶମ, ଦ୍ବାଦଶ ପାଇଁ ଖୋଲିଛି, ୧୬ରୁ ନବମ ପିଲାଙ୍କ ପାଇଁ ଖୋଲିବ। ଏକାଦଶ ପାଇଁ ନାମଲେଖା ହୋଇନି; ପ୍ରଥମରୁ ଅଷ୍ଟମ ଶ୍ରେଣୀ ଖୋଲିବା ପାଇଁ ତର୍ଜମା କରାଯିବା ପରେ ନିଷ୍ପତ୍ତି ନିଆଯିବ। ପିଲା ସ୍କୁଲ ଯିବାକୁ ଆଗ୍ରହୀ, ବିଚାର କରି ଏସଆରସି ନିଷ୍ପତ୍ତି ନେଇଛନ୍ତି ବୋଲି ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

Related Articles

Popular Categories