www.samajalive.in
Saturday, December 6, 2025
23.1 C
Bhubaneswar

ପାକିସ୍ତାନ ଯିବେ ଏସ୍. ଜୟଶଙ୍କର, SCO ଶିଖର ସମ୍ମିଳନୀରେ ଦେବେ ଯୋଗ

ନୂଆଦିଲ୍ଲୀ: ଦୁଇ ଦିନିଆ ପାକିସ୍ତାନ ଗସ୍ତରେ ଯିବେ ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କର। ସାଙ୍ଘାଇ ସମନ୍ବୟ ସଂଗଠନ ବୈଠକରେ ଯୋଗ ଦେବା ଲାଗି ବୈଦେଶିକ ମନ୍ତ୍ରୀ ଏସ୍‌ ଜୟଶଙ୍କର ଆସନ୍ତା ୧୫ ଓ ୧୬ ତାରିଖରେ ପାକିସ୍ତାନ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ଚଳିତ ବର୍ଷ ପାକିସ୍ତାନ ଅଧ୍ୟକ୍ଷତାରେ ଏସସିଓ ବୈଠକ ହେବ।  ଭାରତକୁ ବୈଠକରେ ଯୋଗ ଦେବା ଲାଗି ପାକିସ୍ତାନ ବିଧିବଦ୍ଧ ଭାବେ ନିମନ୍ତ୍ରଣ କରିଛି। ଏସସିଓ ସଦସ୍ୟ ରାଷ୍ଟ୍ରର ମୁଖ୍ୟମାନେ ଏହି ବୈଠକରେ ଯୋଗ ଦେବାକୁ ଥିବାବେଳେ ଭାରତ ନିଜର ପ୍ରତିନିଧି ଭାବେ ଜୟଶଙ୍କରଙ୍କୁ ପଠାଇବାକୁ ନିଷ୍ପତ୍ତି ନେଇଛି। ପାକିସ୍ତାନ ସହିତ ତିକ୍ତ ସମ୍ପର୍କ ଯୋଗୁଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ବୈଠକରୁ ନିଜକୁ ଦୂରେଇ ରଖିଛନ୍ତି।

Hot this week

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

Related Articles

Popular Categories