www.samajalive.in
Tuesday, December 9, 2025
16.1 C
Bhubaneswar

ଡରାଉଛି ସ୍କ୍ରବ୍ ଟାଇଫସ୍‌; ବରଗଡରେ ୫ ଜଣଙ୍କ ମୃତ୍ୟୁ ପରେ ସୁନ୍ଦରଗଡରେ ଜଣଙ୍କର ମୃତ୍ୟୁ ସୂଚନା

ବ୍ୟୁରୋ : ବିଷାକ୍ତ କୀଟ କାମୁଡାରେ ବଢି ଚାଲିଛି ମୃତ୍ୟୁ ସଂଖ୍ୟା । ସାଧାରଣ ଜ୍ୱର ପରି ଲକ୍ଷଣ ଦେଖାଯାଉଥିବା ଏହି ରୋଗର ଶିକାର ହେଲେଣି ଏକାଧିକ ଜନସାଧାରଣ । ବରଗଡରେ ସ୍କ୍ରବ ଟାଇଫସ( Scrub Typhus) ରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା
ମିଳିଥିଲା ବେଳେ ସୁନ୍ଦରଗଡ ଜିଲ୍ଲାରେ ମଧ୍ୟ ସ୍କ୍ରବ ଟାଇଫସରେ ଜଣଙ୍କର ମୃତ୍ୟୁ ହୋଇଥିବା ନେଇ ସୂଚନା ଦେଇଛନ୍ତି ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ।

- Advertisement -

ସୁନ୍ଦରଗଡ଼ ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା ୧୩୨ ଜଣ ସ୍କ୍ରବ ଟାଇଫସ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ଲକ୍ଷଣ 

ସ୍କ୍ରବ ଟାଇଫସ୍‌ରେ ଆକ୍ରାନ୍ତ ବ୍ୟକ୍ତିଙ୍କୁ ହଠାତ୍‌ ଜ୍ୱର, ଥଣ୍ଡା, ତଳିପେଟରେ ଯନ୍ତ୍ରଣା, ନିଶ୍ୱାସ ପ୍ରଶ୍ୱାସରେ ସମସ୍ୟା ଦେଖାଦେଇଥାଏ । କୀଟ କାମୁଡ଼ିଥିବା ସ୍ଥାନ ନାଲି ପଡ଼ି ଯାଇ ଏକ ଫୋଟକା ପରି ଦେଖାଯାଏ । ବୟସ୍କଙ୍କ ତୁଳନାରେ ଛୋଟ ପିଲା ଏଥିରେ ଅଧିକ ଆକ୍ରାନ୍ତ ହେଉଥିବା ସୂଚନା ମିଳିଛି।

Hot this week

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

ସମ୍ପାଦକୀୟ : ଗୋଆ ଅଗ୍ନିକାଣ୍ଡ

କେବେ ଆମେ ସଚେତନ ହେବା ? ଗୋଆର ଏକ ନାଇଟ୍ କ୍ଲବରେ ଯେଉଁ...

Related Articles

Popular Categories