www.samajalive.in
Monday, December 15, 2025
14.1 C
Bhubaneswar

ଆସୁଛି ମନ୍ଥା; ମତ୍ସ୍ୟଜୀବୀଙ୍କୁ ୪ ଦିନ ସମୁଦ୍ର ମନା

ସମାଜ ନ୍ୟୁଜ ଡେସ୍କ- ସମ୍ଭାବ୍ୟ ବାତ୍ୟାକୁ ନେଇ ଭୁବନେଶ୍ବର ପାଣିପାଗ କେନ୍ଦ୍ର ମତ୍ସ୍ୟଜୀବୀ ମାନଙ୍କ ପାଇଁ ସତର୍କ ସୂଚନା ଜାରି କରିଛି । ଅକ୍ଟୋବର ୨୬ ରୁ ୨୯ ତାରିଖ ୪ ଦିନ ପାଇଁ ସମୁଦ୍ର ଯିବାକୁ ବାରଣ କରାଯାଇଛି । ୨୬ ତାରିଖରେ ଗଭୀର ଅବପାତ ରୂପ ନେବା ପରେ ପବନର ବେଗ ଘଣ୍ଟା ପ୍ରତି ୪୫-୫୫ କିମି ରହିବ । ସେହିପରି ଅକ୍ଟୋବର ୨୭ ବେଳକୁ ପବନର ବେଗ ବଢ଼ି ୬୦-୭୦ କିମି ଘଣ୍ଟା ପ୍ରତି ରହିବ । ତେଣୁ ଉକ୍ତ ୪ ଦିନ ସମୁଦ୍ରକୁ ନଯିବାକୁ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories