www.samajalive.in
Sunday, December 14, 2025
26.1 C
Bhubaneswar

ଜୁନ ୬ ପର୍ଯ୍ୟନ୍ତ ଚାଲିବ ପଛୁଆବର୍ଗ ସର୍ଭେକ୍ଷଣ

ଭୁବନେଶ୍ୱର: ପ୍ରଚଣ୍ଡ ରୌଦ୍ରତାପକୁ ଦୃଷ୍ଟିରେ ରଖି ରାଜ୍ୟ ପଛୁଆ ବର୍ଗ ଆୟୋଗଙ୍କ ନିର୍ଦ୍ଦେଶ କ୍ରମେ ପଛୁଆ ବର୍ଗ ଲୋକମାନଙ୍କ ସର୍ଭେକୁ ଆସନ୍ତା ଜୁନ ମାସ ୬ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ଏହି ସର୍ଭେରେ ପ୍ରତିଦିନ (ଛୁଟି ଦିନ ସହିତ) ଏନୁମରେଟରମାନେ ଘରକୁ ଘର ବୁଲି ପଛୁଆ ବର୍ଗ ଲୋକମାନଙ୍କର ତଥ୍ୟ ସଂଗ୍ରହ କରିବେ ।

ଯେଉଁ ପଛୁଆ ବର୍ଗ ବ୍ୟକ୍ତିମାନେ ବର୍ତ୍ତମାନ ସୁଦ୍ଧା ନିଜ ତଥ୍ୟ ପ୍ରଦାନ କରି ନାହାନ୍ତି ସେମାନେ ନିଜର ତଥା ନିଜ ପରିବାର ସଦସ୍ୟଙ୍କ ତଥ୍ୟକୁ ପ୍ରଦାନ କରିବା ନିମନ୍ତେ ପଛୁଆ ବର୍ଗ ଆୟୋଗ ଅନୁରୋଧ କରିଛନ୍ତି ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories