www.samajalive.in
Saturday, December 13, 2025
21.1 C
Bhubaneswar

ରାଜ୍ୟ ସରକାରଙ୍କ ବଡ ନିଷ୍ପତ୍ତି; ତ୍ରିଶୁଳିଆରେ ନିର୍ମାଣ ହେବ…

ସମାଜ ଡିଜିଟାଲ ଡେସ୍କ: ଟୁଇନ୍‍ ସିଟିରେ ଭିଡ଼ ନିୟନ୍ତ୍ରଣ ପାଇଁ ବଡ ନିଷ୍ପତ୍ତି ନେଇ ରାଜ୍ୟ ସରକାର । ତ୍ରିଶୁଳିଆରେ ନିର୍ମାଣ ହେବ ଦ୍ୱିତୀୟ ସେତୁ । ଏଥିପାଇଁ ୨୯୭କୋଟି ବ୍ୟୟବରାଦ ରହିଛି । ବିଧାନସଭାରେ ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଲିଖିତ ଉତ୍ତରରୁ ଏହା ଜଣାପଡିଛି । ସେତୁନିର୍ମାଣ ପାଇଁ ଟେଣ୍ଡର ପ୍ରକ୍ରିୟା ଜାରି ରହିଛି, ୩୬ମାସରେ ଶେଷ ହେବ ସେତୁ ନିର୍ମାଣ କାମ । ଆଜି ବିଧାନସଭାରେ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ୍‍ଙ୍କ ପ୍ରଶ୍ନରେ ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଲିଖିତ ଉତ୍ତର ରଖିଥିଲେ । କଟକ-ଭୁବନେଶ୍ୱରରେ ଦିନକୁ ଦିନ ଟ୍ରାଫିକ ସମସ୍ୟା ବଢୁଥିବାରୁ ଆଉ ଏକ ବ୍ରିଜ ପାଇଁ ଦାବି ହୋଇଥିଲା ।

Hot this week

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

ତାମିଲନାଡୁ, ସଡକ ଦୁର୍ଘଟଣାରେ ଓଡିଆ ଯୁବକଙ୍କ ମୃତ୍ୟୁ ।

ଧାମରା : ତାମିଲନାଡୁ ରେ ଏକ ସଡକ ଦୁର୍ଘଟଣାରେ ଜଣେ ଓଡିଆ...

ଓଃ କି ଦୁର୍ଭାଗ୍ୟ ! ଗାଈ ଖୋଜି ଜଙ୍ଗଲ ଯାଇଥିଲେ, ଗୟଳ ଆକ୍ରମଣରେ ଚାଲିଗଲା ଜୀବନ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରି କୁଲଡିହା ଅଭୟାରଣ୍ୟ ଭିତରେ...

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଯବାନଙ୍କ ଶେଷକୃତ ସମ୍ପନ୍ନ

ଗୋପାଳପୁର -   ଗୋପାଳପୁର ଥାନା ଅନ୍ତର୍ଗତ ପୁରୁଣା ବକ୍ସିପଲ୍ଲୀ ଗ୍ରାମରେ  ସେନାର...

ପରିଶ୍ରା କରିଦେବାରୁ ପ୍ରଥମ ଶ୍ରେଣୀ ଛାତ୍ରକୁ ବାଡିରେ ମାଡ ମାରି ଆହତ କଲେ ଚତୁର୍ଥ ଶ୍ରେଣୀ ଛାତ୍ର

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ସଲାଗୁଡା ପଞ୍ଚାୟତ ସଲାଗୁଡା...

Related Articles

Popular Categories