www.samajalive.in
Friday, December 5, 2025
23.1 C
Bhubaneswar

ସୀମାପାର ଅନୁପ୍ରବେଶ ଉଦ୍ୟମ ପଣ୍ଡ, ସୁରକ୍ଷା ବାହିନୀଙ୍କ ଗୁଳିରେ ଟଳିଲେ ୨ ଆତଙ୍କୀ

ଜମ୍ମୁ: ଜମ୍ମୁ-କାଶ୍ମୀର ସୀମାରେ ସୁରକ୍ଷା ବାହିନୀଙ୍କୁ ବଡ଼ ସଫଳତା ମିଳିଛି। ପୁଞ୍ଛ ଜିଲାର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଅବସ୍ଥିତ ଦିଗଓ୍ବାର ସେକ୍ଟରରେ ସୀମାପାର ଅନୁପ୍ରବେଶ ଉଦ୍ୟମକୁ ପଣ୍ଡ କରିଛି ଭାରତୀୟ ସେନା। ଅନୁପ୍ରବେଶ ଉଦ୍ୟମବେଳେ ସୁରକ୍ଷାବାହିନୀଙ୍କ ଗୁଳିରେ ନିପାତ ହୋଇଛନ୍ତି ଦୁଇ ଆତଙ୍କବାଦୀ। ଅସ୍ତ୍ରଶସ୍ତ୍ର ଜବତ କରିବାସହ ଅପରେସନ ଜାରି ରଖିଛନ୍ତି ସୁରକ୍ଷା ବାହିନୀ।

Hot this week

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories