www.samajalive.in
Sunday, December 14, 2025
14.1 C
Bhubaneswar

ବାହାର ରତ୍ନଭଣ୍ଡାର ସୁରକ୍ଷା ବୃଦ୍ଧି କରାଯିବ, ବାୟୋମେଟ୍ରିକ ଓ ଡିଜିଟାଲାଇଜେସନ ଉପରେ ଗୁରୁତ୍ଵ

ସମାଜ ଡିଜିଟାଲ ଡେସ୍କ: ଶ୍ରୀମନ୍ଦିର ବାହାର ରତ୍ନଭଣ୍ଡାର ସୁରକ୍ଷା ବୃଦ୍ଧି କରାଯିବ। ଏହାକୁ ଅଧିକ ସୁରକ୍ଷିତ କରାଯିବାକୁ ପଦକ୍ଷେପ ନେଇଛି ଶ୍ରୀମନ୍ଦିର ପ୍ରଶାସନ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଗୋଡ୍ରେଜ୍‌ ସିକ୍ୟୁରିଟିଜ ସହିତ ଆଲୋଚନା କରାଯାଇଛି। ବାହାର ରତ୍ନଭଣ୍ଡାରର ସୁରକ୍ଷା ମାନଦଣ୍ଡକୁ ଅଧିକ ସୁଦୃଢ଼ କରାଯିବ। ଏହା ସହିତ ସୁରକ୍ଷା ବ୍ୟବସ୍ଥାରେ ବାୟୋମେଟ୍ରିକ ବ୍ୟବସ୍ଥା ସହିତ ଡିଜିଟାଲାଇଜେସନକୁ ଗୁରୁତ୍ଵ ଦିଆଯିବ ବୋଲି ସୂଚନା ମିଳିଛି।

Hot this week

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

ଗମ୍ଭୀରଙ୍କ ଯୋଜନାକୁ ତିଳକଙ୍କ ସମର୍ଥନ

ଧର୍ମଶାଳା: ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଟ୍ବେଣ୍ଟି୨୦ କ୍ରିକେଟ୍‌ରେ ଭାରତୀୟ ବ୍ୟାଟିଂ...

ଜିଲାପାଳଙ୍କୁ ମୁଣ୍ଡିଆ ମାରି ଧାନ କିଣିବାକୁ ଗୁହାରି

ପଦ୍ମପୁର : ଧାନକିଣାରେ ବ୍ୟାପକ ଅବ୍ୟବସ୍ଥା ପଦ୍ମପୁର ଉପଖଣ୍ଡ ଚାଷୀଙ୍କ ଅସନ୍ତୋଷର...

ସାପ୍ତାହିକ ରାଶିଫଳ: ଏହି ଦୁଇ ରାଶି ସତର୍କ ରୁହନ୍ତୁ

ମେଷ: ରବିବାର ଓ ସୋମବାର କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ନୂତନ କାର୍ଯ୍ୟ ପାଇଁ...

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

Related Articles

Popular Categories