www.samajalive.in
Saturday, December 13, 2025
26.1 C
Bhubaneswar

ରଥଯାତ୍ରାରେ ଭିଆଇପିଙ୍କୁ ମନ୍ଦିର ପ୍ରବେଶ ମନା

ସମାଜ ଡିଜିଟାଲ ଡେସ୍କ: ଆସନ୍ତା ୬ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ୭ ତାରିଖରେ ରାଷ୍ଟ୍ରପତି ବିଶ୍ଵପ୍ରସିଦ୍ଧ ରଥଯାତ୍ରାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏଣୁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବା ସହିତ ମନ୍ଦିରରେ ଭିଆଇପିଙ୍କ ପ୍ରବେଶ ଉପରେ କଟକଣା କରାଯାଇଛି। ସୋମବାର ଏ ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।

ଆଇନମନ୍ତ୍ରୀଙ୍କ ସୂଚନା ଅନୁସାରେ, ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ଲାଗି ପଦକ୍ଷେପ ନିଆଯାଇଛି। ଆସନ୍ତା କାଲି ଅର୍ଥାତ ମଙ୍ଗଳବାର ରଥଯାତ୍ରା ସମ୍ପର୍କିତ ଚୂଡ଼ାନ୍ତ ସମୀକ୍ଷା ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୈଠକରେ ରଥଯାତ୍ରା ପାଇଁ ହୋଇଥିବା ପ୍ରସ୍ତୁତିର ସମୀକ୍ଷା କରିବେ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories