www.samajalive.in
Friday, December 5, 2025
16.1 C
Bhubaneswar

ଶେଖ ହସିନାଙ୍କ ପାଇଁ ମୃତ୍ୟୁଦଣ୍ଡ ଦାବି କଲେ ସରକାରୀ ଓକିଲ

ଡ଼େସ୍କ: ବାଂଲାଦେଶର ବିତାଡିତ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କ ପାଇଁ ମୃତ୍ୟୁଦଣ୍ଡ ଦାବି କରିଛନ୍ତି ବାଂଲାଦେଶର ଆନ୍ତର୍ଜାତିକ କ୍ରାଇମ ଟ୍ରାଇବୁନାଲର ମୁଖ୍ୟ ଓକିଲ ମହମ୍ମଦ ତାଜୁଲା ଇସଲାମ। ମହମ୍ମଦ କହିଛନ୍ତି ୨୦୨୪ରେ ଦେଶରେ ହୋଇଥିବା ବିକ୍ଷୋଭ ଓ ଆନ୍ଦୋଳନର ମୁଖ୍ୟ ସୂତ୍ରଧର ହେଉଛନ୍ତି ହସିନା। ହସିନାଙ୍କ ଯୋଗୁଁ ୧୪୦୦ ନିରୀହ ଲୋକ ପ୍ରାଣ ହରାଇଥିଲେ। ତେଣୁ ତାଙ୍କୁ ୧୪୦୦ ଥର ଫାଶୀ ଦିଆଯିବା ଦରକାର। ହସିନାଙ୍କ ଶାସନକୁ ବିରୋଧ କରି ଦେଶରେ ଆନ୍ଦୋଳନ ହୋଇଥିଲା। ଆନ୍ଦୋଳନକୁ ଦମନ କରିବା ଲାଗି ପୁଲିସ କାର୍ଯ୍ୟାନୁଷ୍ଠାନରେ ୧୪୦୦ ଲୋକ ପ୍ରାଣ ହରାଇଥିଲେ। ବାଂଲାଦେଶରେ ଗତବର୍ଷ ହୋଇଥିବା ବିକ୍ଷୋଭ ହିଂସାକୁ ନେଇ ହସିନାଙ୍କ ବିରୋଧରେ ୭୮ଟି ମାମଲା ରୁଜୁ ହୋଇଛି।

Hot this week

ରାତି ବଢିବା ସହ ବଢ଼ିଲାଣି ଭିଡ ,କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି

କଟକ :କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି । କିନ୍ତୁ ଆଜିଠୁ...

ସମ୍ପତ୍ତି ଆଗରେ ସମ୍ପର୍କ ତୁଛ , ମା ର ମୃତ ଦେହ ସତ୍କାର ନହୋଇ ପଡ଼ିରହିଛି

କୁଜଙ୍ଗ: କୁଜଙ୍ଗ ବ୍ଲକ ବିଶ୍ୱାଳି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି।...

ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦,କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର: ଆସନ୍ତା ୯ ତାରିଖରେ ବାରବାଟୀ ଷ୍ଟାଡିୟମ, କଟକ ଠାରେ ଭାରତ-ଦକ୍ଷିଣ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ଫୁଲବାଣୀ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ ନିଲମ୍ବିତ ହୋଇଛନ୍ତି...

୨ ଶିଶୁ ସହ ୧୫ ଦାଦନ ଶ୍ରମିକ ଉଦ୍ଧାର, ଫେରାର ସର୍ଦ୍ଦାର ଗିରଫ

କଣ୍ଟାବାଞ୍ଜି: ତୁରକେଲା ଥାନା ପୁଲିସ ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ଗୁରୁବାର...

Related Articles

Popular Categories